Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ସିଲେକ୍‌ଟେଡ୍‌ ଡିସିସନ୍ସ’ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ

by ସଞ୍ଜୟ ସ୍ୱାଇଁ
August 11, 2021
in Feature News
‘ସିଲେକ୍‌ଟେଡ୍‌ ଡିସିସନ୍ସ’ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ
32
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଶା ସୂଚନା କମିଶନଙ୍କ ଦ୍ୱାରା ପ୍ରକାଶିତ ‘ସିଲେକ୍‌ଟେଡ୍‌ ଡିସିସନ୍ସ’ ସଂକଳନକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଉନ୍ମୋଚନ କରିଛନ୍ତି । ଆଜି ରାଜଭବନରେ ଆୟୋଜିତ ଏକ ଉତ୍ସବରେ ମୁଖ୍ୟ ରାଜ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ର, ରାଜ୍ୟ ସୂଚନା କମିଶନର ବାଳକୃଷ୍ଣ ମହାପାତ୍ର ଓ ରାଜ୍ୟପାଳଙ୍କ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦାଙ୍କ ଉପସ୍ଥିତିରେ ସଂକଳନକୁ ଉନ୍ମୋଚନ କରି ଏହି ସଂକଳନ ସୂଚନା ଅଧିକାର କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିବିଶେଷଙ୍କ ପାଇଁ ବେଶ୍‌ ଉପାଦେୟ ହେବ ବୋଲି ରାଜ୍ୟପାଳ ପ୍ରକାଶ କରିଥିଲେ । ମୁଖ୍ୟ ରାଜ୍ୟ ସୂଚନା କମିଶନର ଶ୍ରୀ ମିଶ୍ର ସଂକଳନର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସଂପର୍କରେ ସୂଚନା ଦେଇଥିଲେ ।
ଓଡ଼ିଶା ସୂଚନା କମିଶନର ସଚିବ ନରେନ୍ଦ୍ର କୁମାର ମନ୍ତ୍ରୀ, ରେଜିଷ୍ଟ୍ରାର ମାନସ କୁମାର ମିଶ୍ର, ରାଜ୍ୟପାଳଙ୍କ ବ୍ୟକ୍ତିଗତ ସଚିବ ହିମାଂଶୁ ନାରାୟଣ ପଟ୍ଟନାୟକ ପ୍ରମୁଖ ରାଜଭବନ ଓ ସୂଚନା କମିଶନର ଅଧିକାରୀମାନେ ଉତ୍ସବରେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!