Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୮ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
August 12, 2021
in Crime, State
୨୮ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
68
VIEWS
Share on FacebookShare on Twitter

ସେମିଲିଗୁଡା, (ବାଘୁଆବାର୍ତ୍ତା): ବିପୁଳ ପରିମାଣର ଗଞ୍ଜେଇ ଜବତ । ଯାହାର ଆନୁମାନିକ ମୁଲ୍ୟ ୨୮ ଲକ୍ଷ ହେବ । କୋରାପୁଟ ଜିଲ୍ଲା ସେମିଲିଗୁଡ଼ା ପୋଲିସକୁ ମିଳିଛି ଏହି ସଫଳତା । ଘଟଣାରେ ଏକ କଣ୍ଟେନର ଜବତ ସହିତ ୨ଜଣଙ୍କୁ ଗିରଫ କରିଛି ପୋଲିସ । ବୁଧବାର ସଂଧ୍ୟା ସମୟରେ ନନ୍ଦପୁର ପଟୁ ସେମିଲିଗୁଡ଼ା ଅଭିମୁଖେ ଏକ କଣ୍ଟେନର ଗାଡି଼ ଆସୁଥିଲା । ଠିକ ଏହି ସମୟରେ ଏକ ପୋଲିସ ଗାଡ଼ି ଦେଖି ଖସିଯିବାକୁ ଉଦ୍ୟମ କରିଥିଲା । ତେବେ ଆଇଆଇସି କ୍ଷୀରେଶ୍ୱର ସାହୁଙ୍କ ନେତୃତ୍ୱରେ ପୋଲିସ ଦଳ ଗାଡିର ପିଛା କରି ସୀତମ କଲେଜ ନିକଟରେ ଅଟକାଇଥିଲେ କ୍ଷ ଗାଡି ଯାଞ୍ଚ କରିବାରେ ସେଥିରେ ବିପୁଳ ପରିମାଣର ଗଞ୍ଜେଇ ଥିବା ଜଣାପଡିଥିଲା କ୍ଷ ସେମିଲିଗୁଡା ତହସିଲଦାରଙ୍କ ଉପସ୍ଥିତିରେ ଗଞ୍ଜେଇ ଜବତ କରାଯାଇଛି କ୍ଷ ଜବତ ଗଞ୍ଜେଇ ୨୭୫ କେଜି ଥିବା ଆଇଆଇସି କହିଛନ୍ତି କ୍ଷ ଏନେଇ ସେମିଲିଗୁଡା ଥାନାରେ ପୋଲିସ ଏକ ମାମଲା ରୁଜୁ କରି ଗାଡି ଡ୍ରାଇଭର ସହ ଅନ୍ୟ ଜଣେ ଗଞ୍ଜେଇ ମାଫିଆକୁ ଗିରଫ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!