Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେପ୍ଟେମ୍ବର ୧ରୁ ଓଏସ୍‌ଏସ୍‌ଟିଇଟି ପରୀକ୍ଷା: ୨୮୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫୩ ହଜାର ୫ ଶହ ପରୀକ୍ଷାର୍ଥୀ

by ସଞ୍ଜୟ ସ୍ୱାଇଁ
August 13, 2021
in Education, State
ସେପ୍ଟେମ୍ବର ୧ରୁ ଓଏସ୍‌ଏସ୍‌ଟିଇଟି ପରୀକ୍ଷା: ୨୮୮ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫୩ ହଜାର ୫ ଶହ ପରୀକ୍ଷାର୍ଥୀ
245
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଓଡ଼ିଶା ସେକେଣ୍ଡାରୀ ସ୍କୁଲ୍‌ ଶିକ୍ଷକ ଯୋଗ୍ୟତା (ଓଏସ୍‌ଏସ୍‌ଟିଇଟି) ପରୀକ୍ଷା ଆସନ୍ତା ସେପ୍ଟେମ୍ବର ୧ରୁ ଆରମ୍ଭ ହେବ । ରାଜ୍ୟରେ ୨୮୮ଟି କେନ୍ଦ୍ରରେ ପ୍ରାୟ ୫୩ ହଜାର ୫୦୦ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି । ୧ ତାରିଖରେ ହେବାକୁ ଥିବା ଏହି ସେକେଣ୍ଡାରୀ ସ୍କୁଲ୍‌ ଶିକ୍ଷକ ଯୋଗ୍ୟତା ପର୍ୟ୍ୟାୟ ପରୀକ୍ଷା ସକାଳ ୯ ଟାରୁ ସାଢ଼େ ୧୧ଟା ପର୍ୟ୍ୟନ୍ତ ଚାଲିବ । ୧୫୦ ନମ୍ବର ସମ୍ବଳିତ ପରୀକ୍ଷା ଲାଗି ଅଢ଼େଇ ଘଣ୍ଟା ସମୟ ଧାର୍ୟ୍ୟ ରହିଛି । ଉକ୍ତ ପରୀକ୍ଷାରେ ଯୋଗ୍ୟତା ଅର୍ଜନ ଲାଗି ସାଧାରଣ ବର୍ଗର ପରୀକ୍ଷାର୍ଥୀଙ୍କ ୯୦ ନମ୍ବର ଧାର୍ଧ୍ୟ ହୋଇଥିବା ବେଳେ ଅନୁସୂଚି ଜାତି/ ଅନୁସୂଚିତ ଜନଜାତି ଏବଂ ଓବିସିଙ୍କ ଲାଗି ୭୫ ନମ୍ବର ଧାର୍ୟ୍ୟ ରହିଛି ।ସୂଚନାଯୋଗ୍ୟ, କୋଭିଡ୍‌ ସ୍ଥିତିକୁ ଦୃଷ୍ଟିରେ ରଖି ଓଏସ୍‌ଏସ୍‌ଟିଇଟି ପରୀକ୍ଷା ଲାଗି ବୋର୍ଡ ପକ୍ଷରୁ ଅନେକ କଟକଣା ଜାରି କରାଯାଇଛି । ପରୀକ୍ଷାର୍ଥୀଙ୍କ ୫୩ ହଜାର ଅତିକ୍ରମ କରିଥିବାରୁ ପରୀକ୍ଷା କେନ୍ଦ୍ର ସଂଖ୍ୟା ପୂର୍ବ ବର୍ଷ ଅପେକ୍ଷା ଏଥର ବୃଦ୍ଧି କରାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!