Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରଗଡ଼ରେ ନିର୍ମାଣ ହେବ କ୍ୟାନସର କେୟାର ସେଣ୍ଟର

by ସଞ୍ଜୟ ସ୍ୱାଇଁ
August 13, 2021
in Health, State
ବରଗଡ଼ରେ ନିର୍ମାଣ ହେବ କ୍ୟାନସର କେୟାର ସେଣ୍ଟର
37
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ରେ ନିର୍ମାଣ ହେବ କ୍ୟାନସର କେୟାର ସେଣ୍ଟର। ଏଥିସହ ଆରମ୍ଭ ହେବ ଏ+୫ କ୍ୟାନସର ଚିକିତ୍ସା ପ୍ରକ୍ରିୟା। ବରଗଡ଼ର କ୍ୟାନସର କେୟାର ସେଣ୍ଟର ପାଇଁ ୯୦କୋଟି ୨୭ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ବରଗଡ଼ର ଏ+୫ କର୍କଟ ସେବା କେନ୍ଦ୍ର ନିର୍ମାଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ପ୍ରାଶାସନିକ ଅନୁମତି ମିଳିଥିବା ସୂଚନା ମିଲିଛି। ଏହି କ୍ୟାନସର କେୟାର ସେଣ୍ଟର ହେଲେ ବରଗଡ଼ ଓ ଆଖପାଖ ଅଞ୍ଚଳର ରୋଗୀ ସୁବିଧାରେ ଚିକିତ୍ସା ପାଇପାରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!