Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାନଦୀ ଜଳବିବାଦ ଶୁଣାଣି ଆଜି

by ସଞ୍ଜୟ ସ୍ୱାଇଁ
August 14, 2021
in Feature News
ମହାନଦୀ ଜଳବିବାଦ ଶୁଣାଣି ଆଜି
40
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ୨୨ ତମ ଶୁଣାଣି ଆଜି ହେବ। ମହାନଦୀ ଅବବାହିକା ସଂକ୍ରାନ୍ତ ବିଭିନ୍ନ ତଥ୍ୟ ପ୍ରମାଣ ଓ ଦସ୍ତାବିଜ ଦୁଇ ରାଜ୍ୟ ଓଡ଼ିଶା ଓ ଛତିଶଗଡ଼କୁ ଯୋଗାଇ ଦେବାକୁ ଗତ ଶୁଣାଣି ବେଳେ ଟ୍ରିବ୍ୟୁନାଲ ବିଭିନ୍ନ କେନ୍ଦ୍ରୀୟ ସଂସ୍ଥାମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ଶେଷ ସୁଯୋଗ ଦେଇଥିଲେ। ଦସ୍ତାବିଜ୍‌ ଯୋଗାଇବାରେ ବିଫଳ ହେଲେ ଅନ୍ତଃ ରାଜ୍ୟ ଜଳ ବିବାଦ ଆଇନ ୧୯୫୬ ଧାରା ୯ ଆଧାରରେ କାର୍ଯ୍ୟାନୁଷ୍ଠାନ ଚେତାବନୀ ମଧ୍ୟ ଦେଇଥିଲେ। ମିଳିଥିବା ସୂଚନାରୁ ଜଣାପଡ଼ିଛି, କେନ୍ଦ୍ରୀୟ ସଂସ୍ଥାମାନଙ୍କ ପକ୍ଷରୁ ଦୁଇ ରାଜ୍ୟ ଓଡ଼ିଶା ଓ ଛତିଶଗଡ଼କୁ ସଂପୂର୍ଣ୍ଣରୂପେ ନଥିପତ୍ର ଯୋଗାଇ ଦିଆଯାଇନାହିଁ। ଯାହାକୁ ନେଇ ଦୁଇ ରାଜ୍ୟ ମିଳିତ ଭାବେ ଟ୍ରିବ୍ୟୁନାଲଙ୍କୁ ଅବଗତ କରାଇବେ ବୋଲି ଜଣାପଡ଼ିଛି। ତଦନୁସାରେ ଟ୍ରିବ୍ୟୁନାଲ କେନ୍ଦ୍ରୀୟ ଏଜେନ୍ସିମାନଙ୍କୁ କାର୍ଯ୍ୟନୁଷ୍ଠାନ ସୂରୂପ ସମନ ଜାରି କରିବାର ସମ୍ଭାବନା ରହିଛି। ଅପରପକ୍ଷେ, ଟ୍ରିବ୍ୟୁନାଲଙ୍କୁ ଆଜିର ଶୁଣାଣିରେ ଓଡ଼ିଶା ଓ ଛତିଶଗଡ଼ ପରସ୍ପର ମଧ୍ୟରେ ନିଜ ନିଜର ନଥିପତ୍ର ଓ ଦସ୍ତାବିଜର ଆଦାନପ୍ରଦାନର ସ୍ଥିତି ସଂପର୍କରେ ମଧ୍ୟ ସୂଚିତ କରାଇବେ। ଅନ୍ତରୀଣ ବ୍ୟବସ୍ଥା ପାଇଁ ଆପୋଷ ଆଲୋଚନା ଏବେବି ଦୁଇ ରାଜ୍ୟ ଜାରି ରଖିଛନ୍ତି। ଏହାର ସ୍ଥିତି ମଧ୍ୟ ଆଜି ଶୁଣାଣିରେ ଦୁଇ ରାଜ୍ୟ ଟ୍ରିବ୍ୟୁନାଲଙ୍କୁ ଜଣାଇବେ ବୋଲି ଜଣାପଡ଼ିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!