Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ପ୍ରକାଶ ପାଇଛି +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ, ମାର୍କରେ ଅସନ୍ତୁଷ୍ଟ ତାହେଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ

by ସଞ୍ଜୟ ସ୍ୱାଇଁ
August 14, 2021
in Education, State
ଆଜି ପ୍ରକାଶ ପାଇଛି +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ, ମାର୍କରେ ଅସନ୍ତୁଷ୍ଟ ତାହେଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ
51
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆଜି ପ୍ରକାଶ ପାଇଛି +୨ କଳା ଓ ଧନ୍ଦାମୂଳକ ରେଜଲ୍ଟ। ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ। www.orissaresults.nic.in ରେ ରେଜଲ୍ଟ ଉପଲବ୍ଧ ଅଛି। ତେବେ ପରୀକ୍ଷାର୍ଥୀ ଯଦି ମାର୍କରେ ଅସନ୍ତୁଷ୍ଟ ତାହେଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ୨୧ ତାରିଖ ସୁଦ୍ଧା ଅଫଲାଇନରେ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। କଳାରେ ୧ ଲକ୍ଷ ୮୬ ହଜାର ୬୮୫ ଜଣ ପରୀକ୍ଷାର୍ଥୀ ପାସ କରିଥିବା ବେଳେ ଧନ୍ଦାମୂଳକ ପରୀକ୍ଷାରେ ୫ ହଜାର ୩୩୧ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି। କଳାରେ ପାସ ହାର ୮୯.୪୯ ପ୍ରତିଶତ ରହିଛି। ସେହିପରି ଧନ୍ଦାମୂଳକ ଶିକ୍ଷାରେ ପାସ ହାର ୮୬.୦୨ ପ୍ରତିଶତ। ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!