Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ୟୁଜି ପିଜି ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ

by ସଞ୍ଜୟ ସ୍ୱାଇଁ
August 16, 2021
in Education, State
ୟୁଜି ପିଜି ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ
70
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପିଜି ପ୍ରଥମ ବର୍ଷ ଏବଂ ୟୁଜି ପ୍ରି-ଫାଇନାଲ୍ ବର୍ଷର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ପଢ଼ିବେ। ଏହା ସହ ହଷ୍ଟେଲ ମଧ୍ୟ ଖୋଲାଯିବ। କରୋନା କଟକଣା ମଧ୍ୟରେ ଉଚ୍ଚଶିକ୍ଷା ବିଭାଗ ଅଧୀନ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ସ୍ୱୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରି କଲେଜ ଖୋଲିବ। କଲେଜ ଖୋଲିବା ପୂର୍ବରୁ ସମସ୍ତ କ୍ଲାସରୁମକୁ ସାନିଟାଇଜ କରାଯାଇଛ। ଏହାସହ ଆନୁଷଙ୍ଗିକ ବ୍ୟବସ୍ଥା କରିଛନ୍ତି କଲେଜ କର୍ତ୍ତୃପକ୍ଷ। ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ବତନ୍ତ୍ର ଆଇସୋଲେସନ ରୁମର ବ୍ୟବସ୍ଥା କରାଯାଇଛି। ପିଜି ଓ ୟୁଜି ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପରୀକ୍ଷା ପୂର୍ବ ଯୋଜନା ଅନୁଯାୟୀ ଅନଲାଇନ୍ ମୋଡରେ ଅନୁଷ୍ଠିତ ହେବ। ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଚାଲୁଥିବାରୁ ସେମାନଙ୍କର କ୍ୟାମ୍ପସକୁ ଆସିବାର କୌଣସି ଆବଶ୍ୟକତା ନାହିଁ। କରୋନା ଯୋଗୁଁ ଏପର୍ୟ୍ୟନ୍ତ ପ୍ରଥମ ସେମିଷ୍ଟାର ପାଠପଢ଼ା ସମ୍ପୂର୍ଣ୍ଣ ହୋଇ ନାହିଁ। ଅଧିକାଂଶ କଲେଜ ଓ ବିଶ୍ୱବିଦ୍ୟାଳୟରେ ଇଣ୍ଟରନାଲ୍ ଆସେସ୍‌ମେଣ୍ଟ ମଧ୍ୟ ହୋଇ ନାହିଁ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!