Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆରମ୍ଭ ହୋଇଛି ଦଶମ ଓ ଦ୍ୱାଦଶ ପିଲାଙ୍କ କ୍ଲାସରୁମ୍‌ ପାଠପଢ଼ା

by ସଞ୍ଜୟ ସ୍ୱାଇଁ
August 16, 2021
in Education, State
ଆରମ୍ଭ ହୋଇଛି ଦଶମ ଓ ଦ୍ୱାଦଶ ପିଲାଙ୍କ କ୍ଲାସରୁମ୍‌ ପାଠପଢ଼ା
60
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କରୋନା କୋପ ଧିରେ ଧିରେ ତଳମୁହାଁ ହେଉଥିବା ବେଳେ ଗତ ମାସରୁ ଦଶମ ଓ ଦ୍ୱାଦଶ ପିଲାଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହୋଇଛି। ଏହାପରେ ଆଜିଠୁ ସ୍କୁଲ ଯାଇଛନ୍ତି ନବମ ଶ୍ରେଣୀ ପିଲା। ଆଜିଠାରୁ ସେମାନଙ୍କ ଅଫଲାଇନ୍‌ରେ ପାଠ ପଢ଼ା ଆରମ୍ଭ ହୋଇଛି। ପୂର୍ବାହ୍ନ ୯ଟାରୁ ଦିନ ୧୨ଟା ୩୦ ଯାଏ କ୍ଲାସ ହେବ । ସ୍କୁଲରେ ପ୍ରବେଶ ସମୟରେ ଅଭିଭାବକମାନଙ୍କର ଅନୁମତି ପତ୍ର ଦେଖାଇବାକୁ ବାଧ୍ୟତାମୂଳକ କରାଯାଇଛି। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ଼ଲାଇନ୍ ପ୍ରସ୍ତୁତ ହୋଇଛି । ରାଜ୍ୟ ସରକାରଙ୍କ ଝଙଚକୁ କଡାକଡି ଭାବେ ପାଳନ କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରବେଶ ସମୟରେ ଛାତ୍ରଛାତ୍ରୀଙ୍କୁ ଥର୍ମାଲ ସ୍କ୍ରିନିଂ କରି ଛଡ଼ାଯାଉଛି । ସେହିପରି ସାମାଜିକ ଦୂରତ୍ୱ ରକ୍ଷା କରି କ୍ଲାସ ରୁମରେ ସିଟିଂ ଆରେଞ୍ଜମେଣ୍ଟ କରିଛନ୍ତି ବିଦ୍ୟାଳୟ କର୍ତ୍ତୃପକ୍ଷ । ଏହା ପୂର୍ବରୁ ରାଜ୍ୟରେ ଦଶମ ଓ ଯୁକ୍ତ ଦୁଇ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କୁ କେବଳ ସ୍କୁଲକୁ ଯିବାକୁ ଅନୁମତି ମିଳିଲା । ଏଥିପାଇଁ ପାନୀୟ ଜଳ, ଶୌଚାଳୟ ପ୍ରସ୍ତୁତ ରଖାଯାଇଥିବା ବେଳେ ପୁରା କ୍ୟାମ୍ପସ୍‌କୁ ବିଶୋଧନ କରାଯାଇଥିଲା। ସାମାଜିକ ଦୂରତା ପାଳନ କରି ସିଟିଂ ଆରେଞ୍ଜମେଣ୍ଟ ହୋଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!