Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁନର୍ବାର ବିଗିଡିଲା ନୀରଜଙ୍କ ସ୍ୱାସ୍ଥ୍ୟାବସ୍ଥା, ନିକଟସ୍ଥ ଡାକ୍ତରଖାନାରେ ଭର୍ତି

by ସଞ୍ଜୟ ସ୍ୱାଇଁ
August 17, 2021
in Health, NATIONAL NEWS, Sports
ପୁନର୍ବାର ବିଗିଡିଲା ନୀରଜଙ୍କ ସ୍ୱାସ୍ଥ୍ୟାବସ୍ଥା, ନିକଟସ୍ଥ ଡାକ୍ତରଖାନାରେ ଭର୍ତି
503
VIEWS
Share on FacebookShare on Twitter

ପାନୀପତ, (ବାଘୁଆବାର୍ତ୍ତା): ଅଲିମ୍ପିକ ସ୍ୱର୍ଣ୍ଣ ପଦକ ବିଜେତା ଆଥଲେଟ ନୀରଜ ଚୋପ୍ରାଙ୍କ ସ୍ୱାସ୍ଥ୍ୟାବସ୍ଥା ପୁନର୍ବାର ବିଗିଡିଛି । ପୂର୍ବରୁ ସେ ଅସୁସ୍ଥ ଥିଲେ ତେବେ ତାଙ୍କ କୋଭିଡ ରିପୋର୍ଟ ନେଗେଟିଭ ଆସିଥିଲା । ଏହା ପରେ ସେ ପ୍ରଧାନମନ୍ତ୍ରୀ ସମ୍ବର୍ନ୍ଧନା ଉତ୍ସବରେ ଯୋଗ ଦେଇଥିଲେ । ଗତକାଲି ପାନୀପତରୁ ଖଣ୍ଡାରା ଗ୍ରାମ ପର୍ୟ୍ୟନ୍ତ ଜ୍ୟାଭେଲିନ ଥ୍ରୋୟର ନୀରଜଙ୍କୁ ସମ୍ବର୍ଦ୍ଧନା ଦିଆ ଯାଇଥିଲା । ଏକ ସ୍ୱାଗତ କାର୍ୟ୍ୟକ୍ରମ ଅବସରରେ ସେ ହଠାତ ଅସୁସ୍ଥ ଅନୁଭବ କରିବାରୁ ନିକଟସ୍ଥ ଡାକ୍ତରଖାନାକୁ ନିଆ ଯାଇଥିଲା । ଏବେ ବି ତାଙ୍କ ଦେହରେ ଉତାପ ରହିବା ସହ ସେ ଗଳାରେ ଯନ୍ତ୍ରଣା ଅନୁଭବ କରୁଥିବା ରିପୋର୍ଟ ପ୍ରକାଶ ପାଇଛି । କେଉଁ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଛନ୍ତି ତାହା ଜଣାପଡି ନାହିଁ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!