Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଶାକୁ ଫେରିଲେ ଭାରତୀୟ ହକି ଟିମ୍

by ସଞ୍ଜୟ ସ୍ୱାଇଁ
August 18, 2021
in Sports, State
ଓଡ଼ିଶାକୁ ଫେରିଲେ ଭାରତୀୟ ହକି ଟିମ୍
61
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଓଡ଼ିଶାକୁ ଫେରିଲେ ଭାରତୀୟ ହକି ଟିମ୍। ଗତକାଲି ପୁରୁଷ ହକି ଦଳ ଓ ମହିଳା ହକି ଦଳକୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ। ଅଲିମ୍ପିକ୍ସରେ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିଣିଥିବା ଭାରତୀୟ ହକି ଖେଳାଳିମାନେ ଗତକାଲି ଓଡ଼ିଶାରେ ପହଂଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଲୋକସେବା ଭବନରେ ଆୟୋଜିତ ଏକ କାର୍ୟ୍ୟକ୍ରମରେ ହକି ଦଳର ଅବଦାନକୁ ଭୂୟଶୀ ପ୍ରଂଶସା କରାଯିବା ସହ ସେମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହକି ଇଣ୍ଡିଆକୁ ୫୦ ଲକ୍ଷ ଟଂକା ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଉଭୟ ପୁରୁଷ ଓ ମହିଳା ଦଳର ସମସ୍ତଙ୍କୁ ୧୦ ଲକ୍ଷ ଲେଖାଏଁ ଓ ସପୋର୍ଟ ଷ୍ଟାଫଙ୍କୁ ୫ ଲକ୍ଷ ଲେଖାଏଁ ପୁରସ୍କାର ଦେଇଛନ୍ତି ରାଜ୍ୟ ସରକାର।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!