Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଜପତି ଗସ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
August 19, 2021
in Education, Planning and Development, State
ଗଜପତି ଗସ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
49
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଦିନିକିଆ ଗଜପତି ଗସ୍ତରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାସ । ଜିଲ୍ଲାର ବହୁ ପୁରାତନ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ବାଳକ ବିଦ୍ୟାଳୟ ଏବଂ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ବାଳିକା ବିଦ୍ୟାଳୟ ପରିଦର୍ଶନ କରି ସ୍କୁଲ ଖୋଲିବା ପରେ ସ୍ଥିତି ପରଖିଛନ୍ତି । ପରେ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପରିସରର ସଭାଗୃହରେ ବିଭିନ୍ନ ସରକାରୀ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ତେବେ ବହୁ ପୁରାତନ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ବିଦ୍ୟାଳୟରେ ପାଦ ଦେଇ ନିଜକୁ ଧନ୍ୟ ମନେ ହେଉଛି, ଏହାପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାର ଶିକ୍ଷା ବ୍ୟବସ୍ଥାକୁ ସମୀକ୍ଷା କରିଛନ୍ତି। ସରକାର ବିଦ୍ୟାଳୟଗୁଡିକ ସ୍ମାର୍ଟ ସ୍କୁଲରେ ପରିଣତ କରି ଶିକ୍ଷାର ମାନ ବୃଦ୍ଧି କରି, ଅତିଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ଏହା କାର୍ୟ୍ୟକାରୀ ହେବ ବୋଲି କହିଛନ୍ତି ଶିକ୍ଷା ମନ୍ତ୍ରୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!