Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଷଷ୍ଠ, ସପ୍ତମ ଏବଂ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଗଣଶିକ୍ଷା ବିଭାଗକୁ ଆୟୋଗ ସୁପାରିଶ

by ସଞ୍ଜୟ ସ୍ୱାଇଁ
August 19, 2021
in Education, State
ଷଷ୍ଠ, ସପ୍ତମ ଏବଂ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଗଣଶିକ୍ଷା ବିଭାଗକୁ ଆୟୋଗ ସୁପାରିଶ
234
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ସ୍ଥିତିରେ ସୁଧାର ଆସିବା ପରେ ରାଜ୍ୟ ସରକାର ପାଠପଢା ନେଇ ବଡ ନିଷ୍ପତ୍ତି ନେଇଥିଲେ। ଜୁଲାଇ ୨୬ରୁ ଦଶମ ଓ ଦ୍ଵାଦଶ ଶ୍ରେଣୀ ଖୋଲିଥିବା ବେଳେ ଅଗଷ୍ଟ ୧୬ରୁ ନବମ ଶ୍ରେଣୀ ଖୋଲିଥିଲା ଗଣଶିକ୍ଷା ବିଭାଗ । ଏଥି ସହିତ ସେପ୍ଟେମ୍ବର ୧୫ରୁ ଏକାଦଶ ଶ୍ରେଣୀ ଖୋଲିପାରେ ବୋଲି ମଧ୍ୟ ଗଣଶିକ୍ଷା ବିଭାଗ କହିଥିଲା । କିନ୍ତୁ ଏବେର କରୋନା ସ୍ଥିତିକୁ ବିଚାର କରି ରାଜ୍ୟ ଶିଶୁ ଆୟୋଗ ସ୍କୁଲ୍‌ ଖୋଲିବାକୁ ସୁପାରିଶ କରିଛନ୍ତି । ଷଷ୍ଠ, ସପ୍ତମ ଏବଂ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଗଣଶିକ୍ଷା ବିଭାଗକୁ ଆୟୋଗ ସୁପାରିଶ କରିଥିବା ସୂଚନା ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!