Sunday, December 14, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନମମନ୍ତ୍ରୀ ଆବାସ ଯୋଜନା ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି ଅପରାଜିତା ଷଡ଼ଙ୍ଗୀ

by ସଞ୍ଜୟ ସ୍ୱାଇଁ
August 28, 2021
in State
ପ୍ରଧାନମମନ୍ତ୍ରୀ ଆବାସ ଯୋଜନା ପାଇଁ  ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି ଅପରାଜିତା ଷଡ଼ଙ୍ଗୀ
171
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରଧାନମମନ୍ତ୍ରୀ ଆବାସ ଯୋଜନା ପାଇଁ ଚିଠି ଲେଖିଛନ୍ତି ଭୁବନେଶ୍ୱର ସାଂସଦ ତଥା ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନପହଞ୍ଚିଥିବାରୁ ଜନସାଧାରଣ ଅତ୍ୟନ୍ତ ଦୁର୍ବିସହ ଜୀବନ ଅତିବାହିତ କରୁଥିବା ବେଳେ ଏହାର ସମାଧାନ ପାଇଁ ଜିଲ୍ଲାପାଳ, ବିଭାଗୀୟ ସଚିବ ଏବଂ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛନ୍ତି ଅପରାଜିତା ଷଡଙ୍ଗୀ । ତେବେ ୨ଟି ନିର୍ଦ୍ଧିଷ୍ଟ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନପଞ୍ଚିଥିବାରୁ ସେ ଚିଠି ଲେଖିଛନ୍ତି । ସେହି ୨ଟି ଅଞ୍ଚଳ ମଧ୍ୟରୁ ଗୋଟିଏ ହେଉଛି ଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ ଲେଣ୍ଡୋ ପଞ୍ଚାୟତ ରେଙ୍ଗଟା ଗ୍ରାମର ସଠିପଦା ସାହି ଓ ଅନ୍ୟଟି ହେଉଛି ବୋଲୋଗଡ଼ା ବ୍ଲକ ଅନ୍ତର୍ଗତ ମାନିବନ୍ଧ ପଞ୍ଚିୟତ ମାଣିବନ୍ଧ ଗ୍ରାମ ସ୍ଥିତ ନୂଆସାହି ଏବଂ ଆଦିବାସୀ ସାହି । ଏହା ବ୍ୟତୀତ ଆଗାମୀ ଦିନରେ ଏହି ସମସ୍ୟାର ସମାଧାନ ପାଇଁ ସେ ନିଜେ ବ୍ୟକ୍ତିଗତ ଭାବେ ଏହାର କାର୍ୟ୍ୟନୁୟାନ ତଦାରଖ କରିବେ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!