Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତପ୍ତପାଣି ଘାଟି ପାଳୁଖୋଳ। ନିକଟରେ ଓଲଟିଲା ପେପର ବୋଝେଇ ଟ୍ରକ

by ସଞ୍ଜୟ ସ୍ୱାଇଁ
August 29, 2021
in Accident, State
ତପ୍ତପାଣି ଘାଟି ପାଳୁଖୋଳ। ନିକଟରେ ଓଲଟିଲା ପେପର ବୋଝେଇ ଟ୍ରକ
84
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ଗଜପତି – ଗଞ୍ଜାମ ସୀମାନ୍ତ ତପ୍ତପାଣି ଘାଟି ପାଳୁଖୋଳକ୍ଷ ନିକଟରେ ଓଲଟିଲା ପେପର ବୋଝେଇ ଟ୍ରକ ।ଏଥିରେ ଡ୍ରାଇଭର ଜଣଙ୍କ ସାମାନ୍ୟ ଆହତ ହୋଇଛନ୍ତି । ଟ୍ରକଟି ରାସ୍ତା ଉପରେ ଓଲଟି ପଡିବା ଯୋଗୁଁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ରାୟଗଡ଼ାରୁ ପେପର ବୋଝେଇ ଟ୍ରକ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡିଥିବା ଜଣାପଡିଛି । ପାଟପୁର ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ରାସ୍ତାରୁ ଉଠାଇବା ପାଇଁ ଚେଷ୍ଟା କରୁଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!