Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ହକି ତାରକା ଅମିତ୍ ରୋହିଦାସଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ

by ସଞ୍ଜୟ ସ୍ୱାଇଁ
August 29, 2021
in Sports, State
ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ହକି ତାରକା ଅମିତ୍ ରୋହିଦାସଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନ
48
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କ୍ରୀଡ଼ା ଦିବସରେ ବିଜୁ ପଟ୍ଟନାୟକ କ୍ରୀଡ଼ା/ସାହସିକତା ପୁରସ୍କାର ପ୍ରଦାନ କରାଯାଇଛି । ଏଥିରେ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ହକି ତାରକା ଅମିତ୍ ରୋହିଦାସ ପୁରସ୍କୃତ ହୋଇଛନ୍ତି । ଅମିତ୍ ଙ୍କୁ ଶ୍ରେଷ୍ଠ ଖେଳାଳୀ ବାବଦରେ ୨ ଲକ୍ଷ ଟଙ୍କା ଓ ମାନପତ୍ର ପ୍ରଦାନ କରାଯାଇଛି । ହକି କୋଚ୍ କାଳୁ ଚରଣ ଚୌଧୁରୀଙ୍କୁ ଜୀବନ ବ୍ୟାପୀ ଅବଦାନ ପାଇଁ ସମ୍ମାନ ପ୍ରଦାନ କରାଯାଇଛି । ଏହି ପରିପ୍ରେକ୍ଷୀରେ କାଳୁ ଚରଣ ଚୌଧୁରୀଙ୍କୁ ୩ ଲକ୍ଷ ଟଙ୍କା ସହିତ ମାନପତ୍ର ପ୍ରଦାନ କରାଯାଇଛି । ଏଥିସହିତ ବିଶିଷ୍ଟ କୋଚ୍ ଭାବରେ ଶିବ ପ୍ରସାଦ ଦାସଙ୍କୁ ୧ଲକ୍ଷ ଓ ମାନପତ୍ର ପ୍ରଦାନ କରାଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!