Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରିବାହୀ ବସ୍

by ସଞ୍ଜୟ ସ୍ୱାଇଁ
August 30, 2021
in Accident, State
ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରିବାହୀ ବସ୍
174
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡ଼ିଲା ଯାତ୍ରିବାହୀ ବସ୍ । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । କୋରାପୁଟ ଜିଲ୍ଲା ପଞ୍ଚଡା ନିକଟରେ ଗତକାଲି ଭୋର ସାଢ଼େ ୪ଟା ବେଳେ ଏହି ଦୁର୍ଘଟଣା ହୋଇଛି । ଏଥିରେ ୪ଜଣ ଯାତ୍ରୀ ଆହତ ହୋଇଛନ୍ତି । ବସରେ ୩୦ ଜଣ ଯାତ୍ରୀ ଥିଲେ । ଗଞ୍ଜାମ ଜିଲ୍ଲା ପୋଲସରାରୁରୁ ଆରବି କୋଚ୍ ନାମକ ବସଟି କୋରାପୁଟ ଦେଇ ଇନ୍ଦ୍ରାବତୀ ଅଭିମୁଖେ ଯାଉଥିଲା । ଏତିକିବେଳେ ପଞ୍ଚଡା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । କୁହୁଡ଼ି ଯୋଗୁ ଡ୍ରାଇଭର ରାସ୍ତା ଦେଖି ନ ପାରିବାରୁ ରାସ୍ତାକଡ଼କୁ ଓଲଟି ପଡିଥିଲା ବସ୍‌ । କାକିରିଗୁମା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ଉଦ୍ଧାର କରିବ ସହ ଆହତଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!