Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଇକୋ କ୍ଲବ ମାଧ୍ୟମରେ ବୃକ୍ଷରୋପଣ କାର୍ୟ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
September 2, 2021
in Nayagarh, Planning and Development, State
ଇକୋ କ୍ଲବ ମାଧ୍ୟମରେ ବୃକ୍ଷରୋପଣ କାର୍ୟ୍ୟକ୍ରମ
52
VIEWS
Share on FacebookShare on Twitter

ଓଡ଼ଗାଁ (ବାଘୁଆବାର୍ତ୍ତା): କୋମଣ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ “ଇକୋ କ୍ଲବ” ମାଧ୍ୟମରେ ବୃକ୍ଷରୋପଣ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ୟ୍ୟକ୍ରମରେ ବଉଳକୋଳି, ପେସ୍ତା ବାଦାମ, ଅମୃତଭଣ୍ଡା, ସଜନା, ସାଗୁଆନ ଆଦି ବିଭିନ୍ନ ପ୍ରଜାତିର ୫୦ଟି ବୃକ୍ଷରୋପଣ କରାଯାଇଥିଲା । ଆଜିର କାର୍ୟ୍ୟକ୍ରମରେ କ୍ଲଷ୍ଟର ସି.ଆର.ସିସି ଲଳିତ ମୋହନ ମିଶ୍ର, ବିଦ୍ୟାଳୟ କମିଟି ସଭାପତି ଜନାର୍ଦ୍ଦନ ପ୍ରଧାନ ଏବଂ ଅନ୍ୟ ସଭ୍ୟ ସଭ୍ୟା ଅଂଶଗ୍ରହଣ କରିଥିଲେ ।ବିଦ୍ୟାଳୟ ଶିକ୍ଷକ, ଶିକ୍ଷୟିତ୍ରୀ ବିଦ୍ୟାଧର ସାହୁ, କୃଷ୍ଣଚନ୍ଦ୍ର ଆଲଟିଆ, ଚନ୍ଦ୍ରମଣି ନାୟକ, ସ୍ବର୍ଣ୍ଣଲତା ସାହୁ, ଉର୍ମିଳା ମୁର୍ମୁ, ପଦ୍ମଚରଣ ମହାପାତ୍ର, ଦିଲ୍ଲୀପ କୁମାର ଗୁରୁ ଏବଂ ମାଗେତା ବେହେରା ପ୍ରମୁଖ ବୃକ୍ଷରୋପଣରେ ସହଯୋଗ କରିଥିଲେ । “ବୃକ୍ଷ ହିଁ ଜୀବନ” ଏହାକୁ ପାଥେୟ କରି ଏକ ଆଲୋଚନା ଚକ୍ର ଆୟୋଜନ କରାଯାଇଥିଲା ଉକ୍ତ ଆଲୋଚନା ଚକ୍ରରେ ଉପସ୍ଥିତ ସମସ୍ତ ନେତୃମଣ୍ଡଳୀ ବୃକ୍ଷରୋପଣର ବିଭିନ୍ନ ଉପକାରିତା ଏବଂ ଆଗାମୀ ଦିନରେ କିପରି ଅଧିକରୁ ଅଧିକ ବୃକ୍ଷରୋପଣ କାର୍ୟ୍ୟକ୍ରମ କରାଯାଇପାରିବ ସେ ଵିଷୟରେ ଆଲୋକପାତ କରିଥିଲେ । ବିଦ୍ୟାଳୟ ପ୍ରଧାନଶିକ୍ଷକ ମନୋଜ କୁମାର ନାୟକ ସମସ୍ତ କାର୍ୟ୍ୟକ୍ରମକୁ ପରିଚାଳନା କରିଥିଲେ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!