Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ଏକ ଉନ୍ନତ ବିଶ୍ୱବିଦ୍ୟାଳୟ କରିବା ପାଇଁ ବିଭିନ୍ନ ସଂଗଠନ ୧୦୦ ଏକର ଜମି ଦାବି କରି ଆସୁଛନ୍ତି

by ସଞ୍ଜୟ ସ୍ୱାଇଁ
September 2, 2021
in Planning and Development, State
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ଏକ ଉନ୍ନତ ବିଶ୍ୱବିଦ୍ୟାଳୟ କରିବା ପାଇଁ  ବିଭିନ୍ନ ସଂଗଠନ ୧୦୦ ଏକର ଜମି ଦାବି କରି ଆସୁଛନ୍ତି
31
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ ଏକ ଉନ୍ନତ ବିଶ୍ୱବିଦ୍ୟାଳୟ କରିବା ପାଇଁ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ସଂଗଠନ ଦାବି କରିଛନ୍ତି। ବିଶ୍ୱବିଦ୍ୟାଳୟ ନାଁରେ ଜମି ନଥିବାରୁ ୧୦୦ ଏକର ଜମି ବିଶ୍ୱବିଦ୍ୟାଳୟ ନାଁରେ କରିବା ପାଇଁ ରାଜେନ୍ଦ୍ର କଲେଜର ଆଲୁମିନୀ ଆସୋସିଏସନ ଓ ବିଭିନ୍ନ ସଂଗଠନ ଦାବି କରି ଆସୁଛନ୍ତି। ଏଭଳି ସମୟରେ ବିଶ୍ୱବିଦ୍ୟାଳୟର ଷ୍ଟାଟସ୍‌ ଜାଣିବା ପାଇଁ ବଲାଙ୍ଗିର ଗସ୍ତରେ ଆସିଥିଲେ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର। ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଜିଲ୍ଲାପାଳ ଓ ଭିସିଙ୍କ ଉପସ୍ଥିତିରେ ବିଶ୍ୱବିଦ୍ୟାଳୟ ବୁଲି ଦେଖିବା ସହିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ଏକ ବିଶ୍ୱସ୍ତରର ବିଶ୍ୱବିଦ୍ୟାଳୟ ପାଇଁ ବର୍ତ୍ତମାନ ବିଶ୍ୱବିଦ୍ୟାଳୟ ଦଖଲରେ ଥିବା ପ୍ରାୟ ପଚାଶ ଏକର ଜମି ଯଥେଷ୍ଟ ବୋଲି କହିଥିଲେ ସଚିବ। ତେଣୁ ଖୁବଶୀଘ୍ର ୫୦ ଏକର ଜମି ବିଶ୍ୱବିଦ୍ୟାଳୟ ନାଁରେ କରାଇ ଦିଆଯିବ, ତା’ ସହିତ ଅଧ୍ୟାପକ ଓ ଅଧ୍ୟାପିକା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା କହିଛନ୍ତି ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର। କିନ୍ତୁ କେତେକ ସାମ୍ୱାଦିକ ବିଶ୍ୱବିଦ୍ୟାଳୟ ପାଇଁ ଅଧିକ ଜମି ଦରକାର ବୋଲି ପ୍ରଶ୍ନ କରିବାରୁ ସଚିବ କହିଛନ୍ତି, ଅଧିକ ଜମି ନେଇ ଜମିଦାର ହେବାର ନାହିଁ, କମ୍‌ ଜମିରେ ସବୁ ପ୍ରକାର ସୁବିଧା କରାଯିବ ବୋଲି ମଜାକିଆ ଷ୍ଟାଇଲରେ ଉତ୍ତର ଦେଇଥିଲେ ଶ୍ରୀ ମିଶ୍ର।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!