Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହିଳା ୫୦ ମିଟର ଏୟାର ପିସ୍ତଲ ରାଇଫଲରେ ଅବନୀ ବ୍ରୋଞ୍ଜ ପଦକ ହାସଲ

by ସଞ୍ଜୟ ସ୍ୱାଇଁ
September 3, 2021
in Sports, WORLD
ମହିଳା ୫୦ ମିଟର ଏୟାର ପିସ୍ତଲ ରାଇଫଲରେ ଅବନୀ ବ୍ରୋଞ୍ଜ ପଦକ ହାସଲ
14
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ। ହାଇଜମ୍ପରେ ଭାରତର ପ୍ରବୀଣ କୁମାର ରୌପ୍ୟ ପଦକ ଜିତିବା ପରେ ଅବନୀ ଲେଖରା ଭାରତକୁ ଦେଲେ ଆଉ ଏକ ପଦକ। ମହିଳା ୫୦ ମିଟର ଏୟାର ପିସ୍ତଲ ରାଇଫଲରେ ଅବନୀ ବ୍ରୋଞ୍ଜ ପଦକ ହାତେଇଛନ୍ତି। ୧୯ ବର୍ଷୀୟ ଏହି ସୁଟର ମହିଳାଙ୍କ ୫୦ ମିଟର କ୍ଲାସ ଏସଏଚ୧ରେ ତୃତୀୟ ସ୍ଥାନ ହାସଲ କରିଛନ୍ତି। ସେ ୪୪୫.୯ର ସ୍କୋର କରିଛନ୍ତି। ୧୯ ବର୍ଷିୟ ଅବନୀ ଚଳିତ ପାରାଲିମ୍ପିକ୍ସରେ ଦ୍ବିତୀୟ ପଦକ ଜିତିଛନ୍ତି। ବର୍ତ୍ତମାନ ଭାରତର ପଦକ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ଅଗଷ୍ଟ ୩୧ ତାରିଖରେ ସୁଟର ଅବନୀ ମହିଳାଙ୍କ ୧୦ ମିଟର କ୍ଲାସ ଏସଏଚ୧ରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସେ ୨୪୯.୬ର ସ୍କୋର କରିଥିଲେ। ବିଶ୍ୱ ରେକର୍ଡର ସମକକ୍ଷ ହୋଇ ଅବନୀ ସ୍ୱର୍ଣ୍ଣ ପଦକ ଜିତିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!