Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ସହ ବାଇକ ଜବତ କରି ଦୁଇ ଜଣକୁ ଗିରଫ କରିଛି ପୋଲିସ

by ସଞ୍ଜୟ ସ୍ୱାଇଁ
September 3, 2021
in Crime, State
ମଦ ସହ ବାଇକ ଜବତ କରି ଦୁଇ ଜଣକୁ ଗିରଫ କରିଛି ପୋଲିସ
15
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ପୋଲିସ ଦ୍ବାରା ଚୋରା ବିଦେଶୀ ମଦ ଜବତ । ଦୁଇ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଯାଜପୁର ଜିଲ୍ଲା ଜାତୀୟ ରାଜପଥରେ ବାଇକ୍ ଯୋଗେ ଦୁଇ ଜଣ ଯୁବକ କେନ୍ଦ୍ରାପଡ଼ା ଅଭିମୁଖେ ଯାଉଥିଲେ । ବାଲିଚନ୍ଦ୍ରପୁର ନିକଟରେ ବାଲିଚନ୍ଦ୍ରପୁର ଥାନା ଅଧିକାରୀ ଗାଡିକୁ ଅଟକାଇଥିଲେ । ଗାଡ଼ିରେ ମଦ ନିଆ ଯାଉଥିବା ଜାଣି ମଦ ଜବତ କରିବା ସହ ବାଇକକୁ ଜବତ କରି ଦୁଇ ଜଣକୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଜଣ ହେଲେ ସୁଧୀର ରାଉତ ଓ ଅରକ୍ଷିତ ପାଗଳ, ଏମାନେ ଦୁଇ ଜଣ ସ୍ଥାନୀୟ ଅଂଚଳର ବୋଲି ଜଣାପଡିଛି । ଏମାନେ ଜାତୀୟ ରାଜପଥରେ ଚୋରା ମଦ ବେପାର କରୁଥିବା ଜଣାପଡିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!