Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ କରିଛି ବନ ବିଭାଗ

by ସଞ୍ଜୟ ସ୍ୱାଇଁ
September 3, 2021
in Crime, State
ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ କରିଛି ବନ ବିଭାଗ
37
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଅନ୍ତର୍ଗତ ରାଇଡିହା ବିଟ୍ ଅଧିନ ବରବେଡା ଗ୍ରାମରୁ ଲକ୍ଷାଧିକ ଟଙ୍କାର ଶାଳଗଣ୍ଡି ଜବତ କରିଛି ବନ ବିଭାଗ । ଉକ୍ତ ଗ୍ରାମରେ ଗଛ କଟାଯାଉଥିବା ବନ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା । ଏହାକୁ ନେଇ ସାହାରପଡା ବନପାଳ ମୋହିନୀ ମହାନ୍ତ ଶୁକ୍ରବାର ଦିନ ବରବେଡା ଗ୍ରାମରେ ଚଢ଼ାଉ କରିବା ସମୟରେ ୨ ଜଣ କରତିଆଙ୍କୁ ଅଟକ ରଖିବା ସହ ୪ ଟି ଶାଳ ଗଣ୍ଡି ଜବତ କରିଛନ୍ତି । ଜବତ କାଠର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ବନପାଳ ସୂଚନା ଦେଇଛନ୍ତି । ଏଥି ସହ ଗଛ କାଟୁଥିବା ଦୁଇ କରତ କଟାଳିଙ୍କୁ ଅଟକ ରଖି ତଦନ୍ତ ଚଳାଇଛନ୍ତି । ଅଟକ ଦୁଇ କରତ କଟାଳି ହେଲେ ଝାଡ଼ଖଣ୍ଡ ଅଞ୍ଚଳର ମେହବୁବ ଆନସାରୀ (୨୫)ଓ ଖାଲିଫ ଆନସାରୀ (୨୮) । ଏହି ଚଢ଼ାଉରେ ପାଟଣା ରେଞ୍ଜର କର୍ମଚାରୀ ସମେତ ପାରା ଷ୍ଟାଫ ସାମିଲ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!