Wednesday, July 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫାଷ୍ଟଫୁଡ ଖାଇବାରୁ ବଚସା ହେବାରୁ ଯୁବକଙ୍କୁ ଲୁହା ରଡ଼ରେ ପିଟି ପିଟି ହତ୍ୟା କଲେ ବାପ ପୁଅ

by ସଞ୍ଜୟ ସ୍ୱାଇଁ
September 4, 2021
in Crime, State
ଫାଷ୍ଟଫୁଡ ଖାଇବାରୁ ବଚସା ହେବାରୁ ଯୁବକଙ୍କୁ ଲୁହା ରଡ଼ରେ ପିଟି ପିଟି ହତ୍ୟା କଲେ ବାପ ପୁଅ
145
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଫାଷ୍ଟଫୁଡ ଖାଇବା ବେଳେ କୌଣସି କଥାକୁ ନେଇ ବଚସା ହେବାରୁ ଯୁବକଙ୍କୁ ଲୁହାରଡ଼ରେ ପିଟି ହତ୍ୟା କଲେ ବାପ ଓ ତାଙ୍କ ଦୁଇ ପୁଅ । ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ପୁରୁଣାଗଡ଼ ଗାଁରେ। ମୃତ ଯୁବକ ଜଣଙ୍କ ହେଲେ ସୁଭାଶିଷ ମହାପାତ୍ର। ପୁଲିସ ବାପା ସୁବାଷ ଦୋରା ଓ ତାଙ୍କର ଗୋଟିଏ ପୁଅକୁ ଅଟକ ରଖିଛି। ଆଉ ଜଣେ ପୁଅ ଘଟଣା ପରେ ଫେରାର ହୋଇଯାଇଛି। ମିଳିଥିବା ସୂଚନା ଅନୁସାରେ, ସୁବାଷ ଦୋରାଙ୍କ ଫାଷ୍ଟଫୁଡ ଦୋକାନ ରହିଛି। ଗତକାଲି ସନ୍ଧ୍ୟାରେ ସୁଭାଶିଷ ଏହି ଦୋକାନକୁ ଫାଷ୍ଟଫୁଡ ଖାଇବାକୁ ଯାଇଥିଲେ। ଫାଷ୍ଟଫୁଡ ଖାଇବା ବେଳେ କୌଣସି କଥାକୁ ନେଇ ସୁଭାଶିଷଙ୍କର ସୁବାଷ ଓ ତାଙ୍କ ପୁଅ ସହ ବଚସା ହୋଇଥିଲା। ଏହି କଥାକୁ ନେଇ ରାତି ପ୍ରାୟ ୧୦ଟା ସମୟରେ ପୁରୁଣାଗଡ଼ ଛକରେ ସୁବାଷ ଓ ତାଙ୍କ ପୁଅ ସୁଭାଶିଷଙ୍କୁ ଲୁହାରଡରେ ପିଟି ହତ୍ୟା କରିଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରଛି ଓ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!