Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ସଂକ୍ରମଣ ଯେଉଁଭଳି ବଢୁଛି ଓ କମୁଛି, ସବୁ ସ୍ଥିର ଅଛି ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି

by ସଞ୍ଜୟ ସ୍ୱାଇଁ
September 6, 2021
in Health, State
କରୋନା ସଂକ୍ରମଣ ଯେଉଁଭଳି ବଢୁଛି ଓ କମୁଛି, ସବୁ ସ୍ଥିର ଅଛି ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି
39
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କିଛି ଜିଲ୍ଲାରେ କରୋନା ସଂକ୍ରମଣ ଯେଉଁଭଳି ବଢୁଛି ଓ କମୁଛି, ତାହା ସାରା ବିଶ୍ବରେ ହେଉଛି। ତେଣୁ ସବୁ ସ୍ଥିର ଅଛି ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି । ସାମାନ୍ୟ ବଢୁଛି ବୋଲି ଗୋଟିଏ ରେଡ୍ ଜୋନ୍ ହେଲା । ରେଡ୍ ଜୋନ୍ ଜାଣିଲେ ତ ଅଧିକ କାମ କରିବାକୁ ହେବ । ଡେଲ୍ଟା କିଛି ମାତ୍ରାରେ ଅଛି । ନିପା ମହାମାରୀ ଭାବେ ପୃଥିବୀରେ ହୋଇନି । ସଚେତନ ହେବା ଦରକାର । ତାକୁ ଭୌଗୋଳିକ ପରିସ୍ଥିତି ନିୟନ୍ତ୍ରଣ କରୁଛି । ମଣିଷଠାରୁ ମଣିଷକୁ ଭୟ ରହିଛି । ଲୋକଙ୍କ ଆଚରଣ ବ୍ୟବସ୍ଥା ଓ ଅବସ୍ଥାକୁ ଦେଖିବାକୁ ହେବ । ଆମେ ବାଡ଼ି ପକାଇ କାହାକୁ ଜଗି ପରିବା ନାହିଁ। ଆଗରୁ ଶିଶୁ ସଂକ୍ରମିତ ହୋଇଥିଲେ । ହେଲେ ସଂକ୍ରମଣ ବଢିନି । ଶିକ୍ଷକ ବି ସଂକ୍ରମିତ ହୋଇଛନ୍ତି । ଯେତେବେଳେ ଟିକା ଆସିଲା, ଯୁଦ୍ଧକାଳୀନ ଭିତ୍ତିରେ ଦିଆଯାଉଛି । ଯେତେବେଳେ ଶୀଘ୍ର ହେବ, ଏହି କାର୍ୟ୍ୟ ସରିବ ବୋଲି ଡିଏମଇଟି କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!