Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରୁ କୋଣାର୍କ ଗଡ଼ିବ ରେଳ !

by ସଞ୍ଜୟ ସ୍ୱାଇଁ
September 7, 2021
in Feature News
ପୁରୀରୁ କୋଣାର୍କ ଗଡ଼ିବ ରେଳ !
199
VIEWS
Share on FacebookShare on Twitter

ପୁରୀ,(ବାଘୁଆବାର୍ତ୍ତା):  ପୁରୀରୁ କୋଣାର୍କକୁ ରେଳପଥ ସଂଯୋଗ ବାଟ ଫିଟିଛି। ଅଗଷ୍ଟରେ ପୂର୍ବତଟ ରେଳପଥ ପୁରୀ-କୋଣାର୍କ ରେଳପଥର ଚୂଡ଼ାନ୍ତ ସର୍ଭେ ରିପୋର୍ଟ ରେଲ୍‌ୱେ ବୋର୍ଡକୁ ପ୍ରଦାନ କରିଛନ୍ତି। ପୂର୍ବରୁ ସିଆର୍‌ଜେଡ୍‌କୁ ନେଇ ସମସ୍ୟା ଦେଖା ଦେଇଥିଲା। ବନ ବିଭାଗ ଏ ନେଇ ଆପତ୍ତି ଉଠାଇଥିଲା। ଏବେ ନୂଆ ଓ ବିକଳ୍ପ ରାସ୍ତା ଖୋଜାଯାଇଛି, ଯାହା ସିଆର୍‌ଜେଡ୍‌ରେ ଆସୁନି। ଏହି ଚୂଡ଼ାନ୍ତ ରିପୋର୍ଟ ରେଲ୍‌ୱେ ବୋର୍ଡକୁ ପ୍ରଦାନ କରାଯାଇଥିବା ପୂର୍ବତଟ ରେଳପଥ ସ୍ପଷ୍ଟ କରିଛି। ଫଳରେ ଦୁଇଦଶନ୍ଧି ଧରି ପୁରୀ-କୋଣାର୍କ ରେଳପଥ ସଂଯୋଗ ନେଇ ରାଜ୍ୟବାସୀ ଯେଉଁ ସ୍ବପ୍ନ ଦେଖୁଥିଲେ, ତାହା ସାକାର ହେବାକୁ ଯାଉଛି। ଏହାଦ୍ବାରା କେବଳ କୋଣାର୍କକୁ ପର୍ଯ୍ୟଟକଙ୍କ ଆଗମନ ସଂଖ୍ୟା ବଢ଼ିବନି, ଏଠାର ଆର୍ଥିକ ସ୍ଥିତି ବି ଆହୁରି ସୁଦୃଢ଼ ହେବ ବୋଲି ବୁଦ୍ଧିଜୀବୀ ଓ ସ୍ଥାନୀୟ ବାସିନ୍ଦା ମତ ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!