Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ

by ସଞ୍ଜୟ ସ୍ୱାଇଁ
September 7, 2021
in Feature News
ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
1.3k
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ବିଭିନ୍ନ ସମୟରେ ଗଞ୍ଜେଇ ଓ ଭାଙ୍ଗ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତକୁ ଆଜି ଓଡ଼ଗାଁ ଆଦର୍ଶ ଥାନା ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ହେଲେ ରଗଡ଼ିମଡ଼ା ଗ୍ରାମର ରୁଷିଆ ପାତ୍ରଙ୍କ ପୁଅ ସନ୍ତୋଷ ପାତ୍ର । ସେ ଗଞ୍ଜେଇ ବେପାର ସାରି ଫେରୁଥିବା ସମୟରେ ପୁଲିସ ପ୍ରେଟୋଲ ଟାଙ୍କି ନିକଟରୁ ଧରିବାରେ ସଫଳ ହୋଇଛି । ତା ନିକଟରୁ ଏକ ୪ ଚକିଆ ଯାନ ଏବଂ ୩୨ ହଜାର ଟଙ୍କା ଜବତ କରାଯାଇଥିବା ଥାନା ଅଧିକାରୀ ପ୍ରଜ୍ଞାପାରମିତା ଜେନା ସୂଚନା ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!