Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ ଗହମ ଅନଲୋଡିଂ ନେଇ ଥାନାରେ ମାମଲା

by ସଞ୍ଜୟ ସ୍ୱାଇଁ
September 9, 2021
in Crime, State
ବେଆଇନ ଗହମ ଅନଲୋଡିଂ ନେଇ ଥାନାରେ ମାମଲା
67
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବେଆଇନ ଗହମ ଅନଲୋଡିଂ ନେଇ ଜଗତପୁର ଥାନାରେ ମାମଲା । ରାଞ୍ଚି ଗୋୟଲ ଆଗ୍ର କମ୍ପାନୀରୁ ୨୫ ଟନ୍ ଗହମ ଭୁବନେଶ୍ବର ଜଗନ୍ନାଥ ରାଇସ୍ ମିଲରେ ପହଁଚିବା ପରିବର୍ତ୍ତେ ଜଗତପୁର ଧ୍ରୁବ ଅଟା ମିଲ୍ ରେ ବେଆଇନ ଅନଲୋଡିଂ ହୋଇଛି। ଡ୍ରାଇଭର ଶିଖରପୁରରେ ଟ୍ରକ୍ ଛାଡି ଫେରାର । ଟ୍ରାନ୍ସପୋର୍ଟର ପକ୍ଷରୁ ଥାନାରେ ମାମଲା । ତେବେ ପୋଲିସ ମାମଲାକୁ ରଫାଦଫା କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ। ଏଥିରେ ବଡ଼ ଧରଣର ରାକେଟ୍ ସାମିଲ ଥିବା ସନ୍ଦେହ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!