Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିମାନବନ୍ଦରରେ ପାରା ଅଲିମ୍ପିକ୍ସ ସ୍ବର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି

by ସଞ୍ଜୟ ସ୍ୱାଇଁ
September 10, 2021
in Sports, State
ବିମାନବନ୍ଦରରେ ପାରା ଅଲିମ୍ପିକ୍ସ ସ୍ବର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି
66
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଓଡିଶାରେ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରମୋଦ ଭଗତ । ବିମାନବନ୍ଦରରେ ପାରା ଅଲିମ୍ପିକ୍ସ ସ୍ବର୍ଣ୍ଣ ବିଜେତା ପ୍ରମୋଦ ଭଗତଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି । ପାରା ଆସୋସିଏସନ ପକ୍ଷରୁ ମଧ୍ୟ ତାଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି । ବିମାନବନ୍ଦରରୁ ଏକ ଶୋଭାଯାତ୍ରାରେ ବାହାରିସାରିଛନ୍ତି ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ । ତାଙ୍କୁ ସ୍ବାଗତ ଜଣାଇବା ପାଇଁ ରାଜଧାନୀରେ ବ୍ୟାପକ ଆୟୋଜନ କରାଯାଇଛି । ସନ୍ଧ୍ୟାରେ ପ୍ରମୋଦ ଭଗତ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି । ଉଲ୍ଲେଖଯୋଗ୍ୟ ଯେ, ପାରା ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତି ପ୍ରମୋଦ ଭଗତ ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି । ପ୍ରମୋଦଙ୍କ ବିଜୟ ପାଇଁ ଓଡିଶା ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କାର ପୁରସ୍କାର ଘୋଷଣା ମଧ୍ୟ କରାଯାଇଛି । ଗୁରୁବାର ଦିନ ପ୍ରଧାନମନ୍ତ୍ରୀ ପାରା ଅଲମ୍ପିକ୍ସରେ ପଦକ ବିଜେତାଙ୍କୁ ଭେଟିଥିଲେ । ପ୍ରମୋଦ ଭଗତଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କ୍ରିକେଟର ସଚ୍ଚିନ ତେନ୍ଦୁଲକର ମଧ୍ୟ ଭେଟିଥିଲେ । କଳିଙ୍ଗ ଷ୍ଟାଡିୟମରେ ବ୍ୟାପକ ସମ୍ବର୍ଦ୍ଧନା ଦିଆଯିବାର କାର୍ୟ୍ୟକ୍ରମ ରହିଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!