Sunday, August 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାନିପାଲି ହତ୍ୟାକାଣ୍ଡ ଘଟଣା ମାମଲାରେ ୧୦ଜଣଙ୍କୁ ଗିରଫ କରିଛି ପୋଲିସ

by ସଞ୍ଜୟ ସ୍ୱାଇଁ
September 12, 2021
in Crime, State
ଦାନିପାଲି ହତ୍ୟାକାଣ୍ଡ ଘଟଣା  ମାମଲାରେ ୧୦ଜଣଙ୍କୁ ଗିରଫ କରିଛି ପୋଲିସ
49
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଦାନିପାଲି ହତ୍ୟାକାଣ୍ଡ ଘଟଣା । ମାମଲାରେ ୧୦ଜଣଙ୍କୁ ଗିରଫ କରିଛି ପୋଲିସ । ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିବା ନେଇ ସମ୍ବଲପୁର ଏସ୍‌ପି ବାତୁଲା ଗଙ୍ଗାଧର ସୂଚନା ଦେଇଛନ୍ତି । ଗତକାଲି ନୂଆଁଖାଇ ଦିନରେ ସମ୍ବଲପୁର ସହରର ଦାନିପାଲିରେ କୌଣସି ଏକ କଥାକୁ ନେଇ ଗୋଷ୍ଠି ସଂଘର୍ଷ ହୋଇଥିଲା । ଏଥିରେ ବୋହିଦାର ବନ୍ଧ ଅଂଚଳର ସୌମ୍ୟରଂଜନ ବାଗ ଓରଫ ଶନିଙ୍କର ମୃତ୍ୟୁ ହୋଇଥିଲା । ହତ୍ୟାକାଣ୍ଡ ପରେ ଆକ୍ସନକୁ ଆସିଥିଲେ ପୋଲିସ । ଘଟଣାରେ ୨ଟି ସ୍ପେଶାଲ ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିଲେ । ଶେଷରେ ମୋଟ ୧୦ଜଣଙ୍କୁ ଗିରଫ କରିଛି ପୋଲିସ । ସମସ୍ତଙ୍କୁ ଗିରଫ ପରେ କୋର୍ଟ ଚାଳାଣ କରାଯାଇଛି । ହତ୍ୟାକାଣ୍ଡର ୧୨ ଘଣ୍ଟା ମଧ୍ୟରେ ସମସ୍ତ ଅଭିଯୁକ୍ତ ଧରାପଡିଥିବା ସୂଚନା ଦେଇଛନ୍ତି ସମ୍ବଲପୁର ଏସପି ବତୁଲା ଗଙ୍ଗାଧର ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!