Sunday, August 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାର୍ହା ପାଇଁ ବିଛାଇଥିଲେ ବିଦ୍ୟୁତ ତାର, ସେହି ତାର ସଂସ୍ପର୍ଶରେ ଆସି ହରାଇଲେ ନିଜ ଜୀବନ

by ସଞ୍ଜୟ ସ୍ୱାଇଁ
September 12, 2021
in Crime, State
ବାର୍ହା ପାଇଁ ବିଛାଇଥିଲେ ବିଦ୍ୟୁତ ତାର, ସେହି ତାର ସଂସ୍ପର୍ଶରେ ଆସି ହରାଇଲେ ନିଜ ଜୀବନ
139
VIEWS
Share on FacebookShare on Twitter

ସୋନପୁର, (ବାଘୁଆବାର୍ତ୍ତା): ବାର୍‌ହା ଶିକାର ପାଇଁ ବିଛାଇଥିଲେ ଜୀବନ୍ତ ବିଦ୍ୟୁତ୍‌ ତାର। କିନ୍ତୁ ସେହି ତାର ସଂସ୍ପର୍ଶରେ ଆସି ହରାଇଲେ ନିଜ ଜୀବନ। ଏମିତି ଏକ ଅଭିଯୋଗ ଆସିଛି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଞ୍ଚଳରୁ। ମୃତ ବ୍ୟକ୍ତିଙ୍କ ନାଁ ହରିଶ୍ଚନ୍ଦ୍ର ପଧାନ। ତାଙ୍କ ଘର ବାଘପାଲି ଗାଁରେ। ତାଙ୍କ ମୃତଦେହକୁ ଉଲୁଣ୍ଡା ରେଞ୍ଜ କୋଟସମଲାଇ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ଆଜି ସକାଳେ ସ୍ଥାନୀୟ ଲୋକେ ଏ ସଂପର୍କରେ ଜାଣିବାକୁ ପାଇଥିଲେ। ଖବର ପାଇ ଉଲୁଣ୍ଡା ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ସେହିପରି ବୀରମହାରାଜପୁର ଥାନା ପୁଲିସ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!