Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାରେ ଅଟକାଇ ମାରପିଟ୍‌ କରିବା ଅଭିଯୋଗରେ ୨ ଗିରଫ

by ସଞ୍ଜୟ ସ୍ୱାଇଁ
September 13, 2021
in Crime, State
ରାସ୍ତାରେ ଅଟକାଇ ମାରପିଟ୍‌ କରିବା ଅଭିଯୋଗରେ ୨ ଗିରଫ
153
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାସ୍ତାରେ ଅଟକାଇ ମାରପିଟ୍‌ କରିବା ଅଭିଯୋଗରେ ଭରତପୁର ଥାନା ପୁଲିସ ୨ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଭରତପୁର ସତ୍ୟନଗରର ବଳରାମ ସେଠୀ(୧୯) ଓ ଭରତପୁର ଶିବ ମନ୍ଦିର ପାଖରେ ରହୁଥିବା ରାମ ଦାସ(୧୯) । ୧୦ ତାରିଖ ରାତିରେ ବଳରାମ ଓ ରାମ ଷ୍ଟୁଡ଼ିଓ ଛକ ଚନ୍ଦକା ରାସ୍ତାର ଭରତପୁର ଛକରେ ରାସ୍ତାରେ ଯାତାୟାତ କରୁଥିବା ଲୋକଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହ ମାର୍‌ପିଟ କରିଥିଲେ । ଏନେଇ ଅନ୍ଧାରୁଆର ସତ୍ୟବ୍ରତ ବେହେରା ଭରତପୁର ଥାନାରେ ଅଭିଯୋଗ କରିଥିଲେ । ପୁଲିସ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା । ପୁଲିସ ବଳରାମ ଓ ରାମଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!