Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି

by ସଞ୍ଜୟ ସ୍ୱାଇଁ
September 14, 2021
in Crime, State
କିରାଣୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି
120
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ କିରାଣୀ । ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ନିଲମ୍ବିତ ମୁଖ୍ୟ କିରାଣୀ ପ୍ରଭାକର ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କିରାଣୀଙ୍କ ଘରେ ଚଢାଉ ହୋଇଥିଲା । ତାଙ୍କ ବାଲେଶ୍ୱର ସହର ନେଳିଆବାଗ ବାସଭବନ ନିକଟ ଭଡା ଘର ସହ ଏକ କାଳୀନ ତିନୋଟି ସ୍ଥାନରେ ଚଢଉ ହୋଇଛି । ୧୨ ଜଣିଆ ଭିଜିଲାନ୍ସ ଟିମ୍ ଏହି ଚଢଉରେ ସାମିଲ୍ ହୋଇଥିଲେ। ପ୍ରଭାକର ପ୍ରଧାନ ଗିରଫ ହୋଇଛନ୍ତି ଏବଂ ତାଙ୍କ ସ୍ତ୍ରୀ ଓ ମା ଅଟକ ଥିବା ବେଳେ ସଳା ଫେରାର ହୋଇଯାଇଥିବା ସୂଚନା ମିଳିଛି । ସେ ତିହିଡି ବ୍ଲକରେ କ୍ୟାସିୟର ଥିବାବେଳେ ଆବାସ ଯୋଜନାରେ ହିତାଧିକାରୀଙ୍କ ଟଙ୍କା ତାଙ୍କ ପତ୍ନୀ ଓ ଶଳା ଆକାଉଣ୍ଟକୁ ସିଧାସଳଖ ଟ୍ରାନ୍ସଫର ହୋଇଥିବା ଅଭିଯୋଗ ପରେ ତାଙ୍କୁ ନିଲମ୍ବନ କରାଯାଇଥିଲା। ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏହି ଚଢଉ ହୋଇଥିବା ସୂଚନା ମିଳିଛି। ପ୍ରାୟ କୋଡିଏ ଲକ୍ଷ ପଚିଶ ହଜାର ଟଙ୍କା ଟ୍ରାନ୍ସଫର ହୋଇଥିବା ଜଣାପଡ଼ିଛି । ଦୁଇ ଦିନ ପୂର୍ବରୁ ଜିଲ୍ଲାପାଳ ତାଙ୍କୁ ନିଲମ୍ବିନ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!