Monday, August 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତଥ୍ୟ ଲିକ ଅଭିଯୋଗରେ ଚାନ୍ଦିପୁର ଡିଆରଡିଓ ରୁ ୫ ଅସ୍ଥାୟୀ କର୍ମଚାରୀଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ୱାଡ୍

by ସଞ୍ଜୟ ସ୍ୱାଇଁ
September 14, 2021
in Crime, State
ତଥ୍ୟ ଲିକ ଅଭିଯୋଗରେ ଚାନ୍ଦିପୁର ଡିଆରଡିଓ ରୁ ୫ ଅସ୍ଥାୟୀ କର୍ମଚାରୀଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ୱାଡ୍
51
VIEWS
Share on FacebookShare on Twitter

ଚାନ୍ଦିପୁର, (ବାଘୁଆବାର୍ତ୍ତା): ଆଇଏସଆଇକୁ ପ୍ରତିରକ୍ଷା ବିଭାଗର ତଥ୍ୟ ଲିକ ଅଭିଯୋଗରେ ଚାନ୍ଦିପୁର ଡିଆରଡିଓ ରୁ ୫ ଅସ୍ଥାୟୀ କର୍ମଚାରୀଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ୱାଡ୍ । ବାଲେଶ୍ୱର ପୋଲିସର ସ୍ପେଶାଲ ସ୍କ୍ୱାଡ୍ ୫ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ଆଜି ସକାଳେ ଡିଆରଡିଓ ଗେଟ୍ ସମ୍ମୁଖରୁ ଉଠାଇ ଆଣି ପୋଲିସ ପଚରାଉଚରା କରୁଥିବା ସୂଚନା ମିଳିଛି । ବିଦେଶୀ ଏଜେଣ୍ଟଙ୍କୁ ତଥ୍ୟ ଲିକ୍ କରୁଥିବା ଅଭିଯୋଗରେ ସେମାନଙ୍କୁ ଅଟକ ରଖାଯାଇଛି । ଅଟକ ୫ ଜଣଙ୍କ ମଧ୍ୟରେ ଠିକା କର୍ମଚାରୀ ବସନ୍ତ ବେହେରା ବି ଅଛି । ଲଞ୍ଚପ୍ୟାଡ-୩ର ଏସି ଜେନେରେଟର ଅପରେଟର ଭାବେ କାମ କରେ ବସନ୍ତ । କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥାର ସୂଚନା ଆଧାରରେ ଅଟକ ରଖିଛି ପୋଲିସ । ଏନେଇ ସାଢ଼େ ୩ଟାରେ ସୂଚନା ଦେବେ ପୋଲିସ ମହାନିର୍ଦ୍ଦେଶକ ଅଭୟ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!