Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ୁଛି ମହାନଦୀ, ସଂନ୍ଧ୍ୟା ସୁଦ୍ଧା ବିଚ୍ଛିନ୍ନ ହେବ ୫୦ ଗାଁ

by ସଞ୍ଜୟ ସ୍ୱାଇଁ
September 16, 2021
in Feature News
ବଢ଼ୁଛି ମହାନଦୀ, ସଂନ୍ଧ୍ୟା ସୁଦ୍ଧା ବିଚ୍ଛିନ୍ନ ହେବ ୫୦ ଗାଁ
447
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସାରା ରାଜ୍ୟରେ ଲଗାଣ ବର୍ଷା ପାଇଁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବୁଧବାର ବର୍ଷା କମ ରହିଥିଲେ ମଧ୍ୟ ମହାନଦୀ ଜଳସ୍ତର ବୃଦ୍ଧି ପାଇ ଗଣିଆ ବ୍ଲକ ରାସଙ୍ଗ ନିକଟସ୍ଥ ଗହୀର ସଂମ୍ପୂର୍ଣ୍ଣ ବୁଡ଼ି ସାରିଛି । ହୀରାକୁଦରେ ଖୋଲା ଯାଇଥିବା ୨୪ ଟି ଗେଟ୍ ଜଳ ଗଣିଆ ବ୍ଲକ ରାସଙ୍ଗ ନିକଟରେ ପହଞ୍ଚିବା ପାଇଁ ମାତ୍ର କେଇ ଘଣ୍ଟାର ସମୟ ବାକି ରହିଛି । ଏହି ଜଳ ସଂନ୍ଧ୍ୟା ସୁଦ୍ଧା ବଡ଼ମୁଳରେ ପହଞ୍ଚିବା ସମ୍ଭାବନା ରହିଛି । ଫଳରେ ଗଣିଆ ବ୍ଲକର ୫୦ରୁ ଉଦ୍ଧ୍ୱର୍ ଗାଁ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ନିଶ୍ଚିତ ହୋଇଛି । ମହାନଦୀର ଉପରମୁଣ୍ଡରେ ଜାରି ରହିଥିବା ବର୍ଷା ଯୋଗୁଁ ମହାନଦୀର ଜଳସ୍ତର ବୃଦ୍ଧି ପାଇ ବୁଧବାର ୧୨ଟା ସୁଦ୍ଧା ବଡ଼ମୂଳ ଠାରେ ୨୭ଫୁଟ ୮ଇଞ୍ଚର ବନ୍ୟାଜଳ ପ୍ରବାହିତ ହେଉଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!