Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ୟାଜଳରେ ଭାସି ଯାଇଥିବା ବାପାପୁଅଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 16, 2021
in Feature News
ଘରକୁ ଫେରୁଥିବା ବେଳେ ରାସ୍ତାରେ ଭାସିଗଲେ ବାପ-ପୁଅ
120
VIEWS
Share on FacebookShare on Twitter

ଯାଜପୁର,(ବାଘୁଆବାର୍ତ୍ତା): ଗତକାଲି ବନ୍ୟାଜଳରେ ଭାସି ଯାଇଥିବା ବାପପୁଅଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ଯାଜପୁର ଜିଲ୍ଲାର ବରୀ ବ୍ଲକ ବାଲିଆ ଗଙ୍ଗାଧରପୁର ଗ୍ରାମର କିଶୋର ସିଂହ ଓ ପୁଅ କୈଳାସ ସିଂହ ବନ୍ୟାଜଳରେ ଭାସି ଯାଇଥିଲେ। କିଶୋର ଗାଈକୁ ବାନ୍ଧୁଥିବା ସମୟରେ ଗାଈ ଭିଡ଼ି ନେଇଥିଲା। ଘାଇ ଯୋଗୁ ସ୍ଥାନୀୟ ଅଞ୍ଚଳ ପୁରା ଜଳମଗ୍ନ ଥିବାରୁ ଗାଈ ଓ କିଶୋର ଆଖି ପିଛୁଳାକେ ଭାସି ଯାଇଥିଲେ। ବାପାଙ୍କୁ ଉଦ୍ଧାର କରିବାକୁ ଯାଇ ପୁଅ କୈଳାସ ମଧ୍ୟ ବନ୍ୟା ପାଣିରେ ଭାସିଯାଇଥିଲେ। ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟରେ ବରୀ ଅଗ୍ନିଶମ ବାହିନୀ ନିୟୋଜିତ ହୋଇଥିବା ବେଳେ ଆଜି ସକାଳୁ ଉଭୟଙ୍କ ମୃତ ଦେହ ଉଦ୍ଧାର ହୋଇଛି। ଏହି ଖବର ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!