Wednesday, June 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଗବୀ ଟିମରେ କେନ୍ଦୁଝର ଝିଅ ମାମାଲି

by ସଞ୍ଜୟ ସ୍ୱାଇଁ
September 16, 2021
in Sports
ରଗବୀ ଟିମରେ କେନ୍ଦୁଝର ଝିଅ ମାମାଲି
46
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରଗବୀ ଟିମରେ ସ୍ଥାନ ପାଇଲେ କେନ୍ଦୁଝର ଜିଲ୍ଲାର ଝିଅ ମାମାଲି । ତାସକେଣ୍ଡର ଉଜବେକିସ୍ତାନରେ ହୋବକୁ ଥିବା ଦୁଇ ଦିନିଆ ରଗବୀ ଖେଳରେ ଭାରତୀୟ ଦଳ ପକ୍ଷରୁ କେନ୍ଦୁରେ ଜିଲ୍ଲାର ଝିଅ ମାମାଲି ନାୟକଙ୍କୁ ସ୍ଥାନ ମିଳିଛି । ସୂଚନାନୁସାରେ, କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ୍ ଅନ୍ତର୍ଗତ ବଡ଼ବିଲ ପଞ୍ଚାୟତ ଅଧିନରେ ଥିବା ଟଭାସରୁଆ ଗାଁର ଧ୍ରୁବ ଚରଣ ନାୟକଙ୍କ ସାନ ଝିଅ ହେଉଛନ୍ତି ମାମାଲି । ପିଲାଟି ବେଳରୁ ମାମାଲି ଭୁବନେଶ୍ୱରସ୍ଥିତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ରହି ପଢୁଥିବା ବେଳୁ ରଗବୀ ଖେଳ ପ୍ରତି ଦୃବଳତା ଥିଲା । ରଗବୀ ଖେଳ ପାଇଁ ଭାରତୀୟ ଦଳ ପକ୍ଷରୁ ଖେଳିବା ପାଇଁ ମନୋନୀତ ହେବା ପରେ ସେ ଉଦବେକିସ୍ତାନକୁ ଖେଳିବାକୁ ଯାଇଛନ୍ତି । ଖେଳରେ ସ୍ଥାନ ପାଇଥିବାରୁ କେନ୍ଦୁଝର ତଥା ସାହାରପଡା ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!