Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଏସଟି ଠକେଇ କରି ଜିଏସଟି ଫାଙ୍କିଥିବା ସନ୍ଦେହରେ ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
ଜିଏସଟି ଠକେଇ କରି ଜିଏସଟି ଫାଙ୍କିଥିବା ସନ୍ଦେହରେ ଗଜଲକ୍ଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ
92
VIEWS
Share on FacebookShare on Twitter

ପଦ୍ମପୁର, (ବାଘୁଆବାର୍ତ୍ତା): ଜିଏସଟି ଠକେଇ କରି ଜିଏସଟି ଫାଙ୍କିଥିବା ସନ୍ଦେହରେ ପଦ୍ମପୁର ସହରର ଜଗଦଳପୁର ରାସ୍ତାରେ ଥିବା ବୈଦ୍ୟନାଥ ଅଗ୍ରୱାଲଙ୍କ ଗଜଲଷ୍ମୀ ଷ୍ଟୋରରେ ଜିଏସଟି ବିଭାଗର ଚଢ଼ାଉ । ଜିଏସଟି ବିଭାଗର ବରଗଡ଼, ସମ୍ବଲପୁର ଓ ରାଉରକେଲାର ତିନିଗୋଟି ଟିମ ଏକ କାଳିନ ଭାବରେ ଗଜଲଷ୍ମୀ ଷ୍ଟୋରର ଦୋକାନ ଗୋଦାମରେ ଚଢ଼ାଉ କରାଯାଇଥିବା ଏବଂ କାଗଜପତ୍ର ଯାଞ୍ଚ ସହ କ୍ରୟ ଓ ବିକ୍ରି ରେକର୍ଡ ଯାଞ୍ଚ ଚାଲିଥିବା ସିଟି ଓ ଜିଏସଟି ବିଭାଗର ଡେପୁଟି କମିଶନର ରଜନୀକାନ୍ତ ସେଠ ସୂଚନା ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!