Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ
23
VIEWS
Share on FacebookShare on Twitter

ଲୋଇସିଂହା, (ବାଘୁଆବାର୍ତ୍ତା): ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ଯୁବକ। ସମ୍ବଲପୁର-ବଲାଙ୍ଗୀର ରେଳପଥରେ ଲୋଇସିଂହା ନିକଟସ୍ଥ ବୁର୍ଡା ଛକ ରେଳ ଫାଟକ ନିକଟରେ ଆଜି ସକାଳେ ଜଣେ ଯୁବକ ଚଳନ୍ତା ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଜଣେ ଯୁବକ ଲୋଇସିଂହା ନିକଟସ୍ଥ ବୁର୍ଡା ଛକ ରେଳ ଫାଟକ ନିକଟରେ ସମ୍ବଲପୁରରୁ ରାୟଗଡା ଯାଉଥିବା ତପସ୍ୱିନୀ ଏକ୍ସପ୍ରେସ୍ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ପ୍ରାୟ ସକାଳ ୮ ଟା ୧୫ ମିନିଟ ସମୟରେ ଘଟିଛି। ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ରେଳବାଇ ପୋଲିସ ପହଁଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଥିବା ଜଣାପଡିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!