Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହରୁ ମୂଷା ବିଷ ଖାଇ ଆତ୍ମହତ୍ୟା କଲେ ନାବାଳିକା

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
ପାରିବାରିକ କଳହରୁ ମୂଷା ବିଷ ଖାଇ ଆତ୍ମହତ୍ୟା କଲେ ନାବାଳିକା
35
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ଥାନା ନୂଆବନ୍ଧ ଗାଁରେ ମୂଷା ବିଷ ଖାଇ ୧୭ ବର୍ଷୀୟା ନାବାଳିକା ଆତ୍ମହତ୍ୟା କରିଛନ୍ତି । ମୃତକ ଜଣଙ୍କ ହେଉଛନ୍ତି ସସ୍ମିତା ମହାନ୍ତ । ପୋଲିସର ସୂଚନା ଅନୁଯାୟୀ ପାରିବାରିକ କଳହକୁ ନେଇ ସସ୍ମିତା ଗୁରୁବାର ମୁଷାମାରି ଖାଇ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କରଞ୍ଜିଆ ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିଲା । ଶନିବାର ସସ୍ମିତାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶବ ବ୍ୟବଚ୍ଛେଦ ପରେ ପାଟଣା ପୋଲିସ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରିଛି । ଏନେଇ ପାଟଣା ଥାନାରେ ଏକ ଅପମୃତ୍ୟ ମମଲା ରୁଜୁ ହୋଇଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!