Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୦ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା

by ସଞ୍ଜୟ ସ୍ୱାଇଁ
September 19, 2021
in Education, State
ଆସନ୍ତା ୨୦ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା
158
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ସେପ୍ଟେମ୍ବର ୨୦ ତାରିଖରୁ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ। ଉଭୟ ୟୁଜି ତୃତୀୟ ବର୍ଷ ଓ ଚତୁର୍ଥ ବର୍ଷ ଛାତ୍ରଛାତ୍ରୀ ଅଫଲାଇନ୍‌ରେ ପାଠ ପଢ଼ିବେ। ଏନେଇ ସବୁ ବିଶ୍ବବିଦ୍ୟାଳୟର କୁଳପତି ଓ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ସଚିବ ଚିଠି ଲେଖିଛନ୍ତି। ଏଥିସହିତ କ୍ଳାସରୁମ୍ ପାଠପଢ଼ା ନେଇ ଗାଇଡ଼ଲାଇନ୍‌ ଜାରି କରିଛି ବିଭାଗ। ରାଜ୍ୟରେ କରୋନା ସଂକ୍ରମଣ ମାମଲା ହ୍ରାସ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିସହ କୋଭିଡ୍ କଟକଣା ମଧ୍ୟରେ ୧୯ ତାରିଖଠାରୁ ହଷ୍ଟେଲ ଖୋଲିବ। ନିଷ୍ପତ୍ତି ଅନୁଯାୟୀ କରୋନା ଗାଇଡଲାଇନ୍ ମାନି ଶ୍ରେଣୀଗୃହରେ ଶିକ୍ଷାଦାନ କରାଯିବା। କଣ୍ଟେନମେଣ୍ଟ ଜୋନ୍‌ରେ ରହୁଥିବା ଅଧ୍ୟାପକ, କର୍ମଚାରୀ କିମ୍ବା ଛାତ୍ରଛାତ୍ରୀ କଲେଜ କିମ୍ବା ବିଶ୍ବବିଦ୍ୟାଳୟ ଆସିବେ ନାହିଁ। କ୍ୟାମ୍ପସ ଓ ଶ୍ରେଣୀଗୃହରେ ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ପଡିବ। ନିୟମିତ ବ୍ୟବଧାନରେ ହାତ ଧୋଇବା କିମ୍ବା ସାନିଟାଇଜ କରିବେ। ଶ୍ରେଣୀଗୃହ ଲାଇବ୍ରେରୀ ସହ ଲାବୋରେଟେରିରେ ସାମାଜିକ ଦୂରତା ରକ୍ଷା କରାଯବି। ସଂଖ୍ୟା ଦୃଷ୍ଟିରୁ ଆବଶ୍ୟକ ସ୍ଥଳେ ଛାତ୍ରଛାତ୍ରୀଙ୍କୁ ନେଇ ଅଲଗା ବ୍ୟାଚ୍ କରି ପଢ଼ାଯିବ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!