Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ୍ୟାମ୍‌ ନିକଟରେ ଯୁବକଙ୍କୁ ବିଭତ୍ସ ହତ୍ୟା

by ସଞ୍ଜୟ ସ୍ୱାଇଁ
September 19, 2021
in Crime, State
ଡ୍ୟାମ୍‌ ନିକଟରେ ଯୁବକଙ୍କୁ ବିଭତ୍ସ ହତ୍ୟା
58
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ଡ୍ୟାମ ନିକଟରେ ଯୁବକଙ୍କୁ ବିଭତ୍ସ ହତ୍ୟା। ଅନୁଗୁଳ ଡେରେଜାଙ୍ଗ ଡ୍ୟାମ ଠାରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଛି। ତାଙ୍କୁ ଅତି ନୃଶଂସ ଭାବେ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ମୃତକ ଜଣକ ରନ୍ତଲେଇ ଗାଁର ଜଗନ ସେନାପତି। ତେବେ ତାଙ୍କୁ କିଏ ଓ କାହିଁକି ଏଭଳି ଜଘନ୍ୟ ଭାବେ ହତ୍ୟା କରାଯାଇଛି । ସେନେଇ ସ୍ପଷ୍ଟ ସୂଚନା ମିଳିନାହିଁ। ଖବର ପାଇ ଅନଗୁଳ ପୋଲିସ ଘଟଣା ସ୍ଥଳରେ ପହଁଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!