Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗତ ୧୨ ତାରିଖରୁ ନିଖୋଜ ଥିବା ବୃଦ୍ଧଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 19, 2021
in Crime, State
ଗତ ୧୨ ତାରିଖରୁ ନିଖୋଜ ଥିବା ବୃଦ୍ଧଙ୍କ ମୃତଦେହ ଉଦ୍ଧାର
74
VIEWS
Share on FacebookShare on Twitter

ପାରାଦ୍ୱୀପ, (ବାଘୁଆବାର୍ତ୍ତା): ଜଗତସିଂହପୁର ଜିଲ୍ଲା ଭୂତମୁଣ୍ଡାଇ ଫୁଲ ବେଲାରୀ ନିକଟରେ ପଡିଛି ମୄତଦେହ। ମୄତକର ପରିଚୟ ଭଗବାନ ଘଢେଇ ବୋଲି ଜଣାପଡିଛି । ରବିବାର ସକାଳେ ଫୁଲବେଲାରୀ ନିକଟରେ ଏକ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ଏହା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଆସି ମୃତଦେହକୁ ଜବତ କରିଛି । ମୃତକଙ୍କ ବୟସ ୬୦ ବର୍ଷ ବୋଲି ଜଣାପଡିଛି । ତାଙ୍କ ଘର କୁଜଙ୍ଗ ବ୍ଲକ କୋଠିଆସାହୀ । ତେବେ ସେ ଗତ ୧୨ ତାରିଖରୁ ନିଖୋଜ ଥିଲେ । ପାରାଦୀପ ଲକ୍ ଥାନା ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!