Sunday, April 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହେଲ୍ପିଂ ହାଣ୍ଡ୍ସ ନୟାଗଡ଼ ପକ୍ଷରୁ ବୃକ୍ଷରୋପଣ ଓ ଶୁଖିଲା ଖାଦ୍ୟ ବଣ୍ଟନ

by ସଞ୍ଜୟ ସ୍ୱାଇଁ
September 19, 2021
in Planning and Development, State
ହେଲ୍ପିଂ ହାଣ୍ଡ୍ସ ନୟାଗଡ଼ ପକ୍ଷରୁ ବୃକ୍ଷରୋପଣ ଓ ଶୁଖିଲା ଖାଦ୍ୟ ବଣ୍ଟନ
108
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ଗଢ଼ି ଉଠିଥିବା ହେଲ୍ପିଂ ହାଣ୍ଡସ ନୟାଗଡ଼ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯିବା ସହ ବିଭିନ୍ନ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି । ବାଲୁଗାଁ ନିକଟସ୍ଥ ପାଣିପୋଇଲା ଠାରେ ଥିବା ମଦର ଆବାସିକ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରାଯାଇଥିଲା । ୧୩୦ ରୁ ଉଦ୍ଧ୍ୱର୍ ବୃକ୍ଷ ରୋପଣ କରାଯିବା ସହ ଛାତ୍ରଛାତ୍ରୀ ମାନଙ୍କୁ ବ୍ରେଡ, ବିସ୍କୁଟ ଓ ଚକଲେଟ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଭୁତି ଭୁଷଣ ମହାନ୍ତି, ଦେବାଶିଷ ମହାନ୍ତି, ଚିନ୍ମୟ ମହାପାତ୍ର, ମୃତ୍ୟୁଞ୍ଜୟ ନନ୍ଦ, ଜ୍ଞାନରଞ୍ଜନ ସାହୁ, ଜଗନ୍ନାଥ ବେହେରା, ସମ୍ବିତ ମହାପାତ୍ର, ବିମଳ କୁମାର ସାହୁ ଓ ଲୋପାମୁଦ୍ରା ନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ ।

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026
୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି:ପରବର୍ତ୍ତୀ ସମୟରେ ବଢ଼ିପାରେ !

April 19, 2026
ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!