Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାକଡରେ ଥିବା ଏକ ପୋଖରୀ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 21, 2021
in Crime, State
ରାସ୍ତାକଡରେ ଥିବା ଏକ ପୋଖରୀ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
47
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା ଆନନ୍ଦପୁର ବ୍ଲକ ଦେଓଗାଁ-ରାମଚନ୍ଦ୍ରପୁର ରାସ୍ତାର ଗୈାଡବାହାଳି ଛକ ରାସ୍ତାକଡରେ ଥିବା ଏକ ପୋଖରୀ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ପାରିପାର୍ଶିକ ସ୍ଥିତିରୁ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ସୂଚନାନୁଯାୟୀ, ଆନନ୍ଦପୁର ବ୍ଲକ ଦେଓଗାଁ-ରାମଚନ୍ଦ୍ରପୁର ରାସ୍ତାର ଗୈାଡବାହାଳି ଛକ ରାସ୍ତାକଡରେ ଥିବା ଏକ ପୋଖରୀ ନିକଟରୁ ଆଜି ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସକାଳୁ ସେହି ବାଟ ଦେଇଯାଉଥିବା ସ୍ଥାନୀୟ ଲୋକେ ମୃତଦେହ ପଡିଥିବା ଦେଖି ପୋଲିସକୁ ସୂଚନା ଦେଇଥିଲେ। ଖବର ପାଇ ଟମକା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ତେବେ ପାରିପାର୍ଶ୍ଵିକ ସ୍ଥିତିରୁ ଏହା ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ମୃତଦେହ ନିକଟରେ ୩ଟି ଚପଲ ପଡି ରହିଛି। ସେଥିମଧ୍ୟରୁ ଗୋଟିଏ ପଟିକିଆ ଚପଲ ହୋଇଥିବା ବେଳେ ଅନ୍ୟ ଦୁଇଟି ସମାନ ଚପଲ। ତେବେ ଏହି ଚପଲ ଗୁଡିକ କାହାର ଓ ଯୁବକ ଜଣଙ୍କ କିଏ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!