Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରୁ ଜବତ ହେଲା ୫୫ କେଜି ଗଞ୍ଜେଇ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 21, 2021
in Crime, State
ରାଜଧାନୀରୁ ଜବତ ହେଲା ୫୫ କେଜି ଗଞ୍ଜେଇ, ଜଣେ ଗିରଫ
110
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ । ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଯୁବକଙ୍କ ନାମ ମାଧବା ଦିଗାଲ ବୋଲି ଜଣାପଡିଛି । ଖବର ଅନୁଯାୟୀ, ଗଞ୍ଜେଇ କାରବାର ନେଇ ଅକବାରୀ ନିକଟରେ ଖବର ରହିଥିଲା । ପୂର୍ବ ସୂଚନାନୁସାରେ ଅବକାରୀ ବିଭାଗ ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଚଢାଉ କରିଥିଲା । ଏହି ଚଢାଉରେ ଅବକାରୀ ବିଭାଗକୁ ପ୍ରାୟ ୫୫କେଜିର ଗଞ୍ଜେଇ ଜବତ କରିଥିଲା । ଏହାସହିତ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ଗିରଫ ବ୍ୟକ୍ତିଙ୍କ ନାମ ମାଧବ ଦିଗାଲ ବୋଲି ଜଣାପଡ଼ିଛି । ତେବେ ଏସବୁ ଗଞ୍ଜେଇ କେଉଁ ସ୍ଥାନକୁ ଚାଲାଣ ହେଉଥିଲା । ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ଅବକାରୀ ବିଭାଗ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!