Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱରରେ ସ୍ୱାମୀକୁ ମାରିଲା ସ୍ତ୍ରୀ

by ସଞ୍ଜୟ ସ୍ୱାଇଁ
September 21, 2021
in Crime, State
ଭୁବନେଶ୍ୱରରେ ସ୍ୱାମୀକୁ ମାରିଲା ସ୍ତ୍ରୀ
133
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରରେ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ତାଙ୍କ ଘର ଭିତରୁ ଉଦ୍ଧାର କରାଯାଇଛି। ଚନ୍ଦ୍ରଶେଖରପୁର ମଣ୍ଡପ ବସ୍ତିରେ ଘଟିଛି ଏହି ଘଟଣା। ମୃତ ବ୍ୟକ୍ତି ଜଣଙ୍କ ହେଲେ ଶ୍ୟାମ ମୁଣ୍ଡୁରି। ଏହି ଘଟଣାରେ ପୁଲିସ ମୃତକଙ୍କ ସ୍ତ୍ରୀ ଝିଙ୍କି ମୁଣ୍ଡୁରିଙ୍କୁ ଅଟକ ରଖି ପଚରାଉଚରା କରୁଛି। ଶ୍ୟାମଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତାଙ୍କ ସ୍ତ୍ରୀ ଝିଙ୍କି ହିଁ ଶ୍ୟାମଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଯୁବକଙ୍କ ଭାଇ ଶଙ୍କର ମୁଣ୍ଡୁରି କହିଛନ୍ତି, ମୋ ଭାଇକୁ ଭାଉଜ କାଠଫାଳିଆରେ ପିଟି ହତ୍ୟା କରିଥିବା ମୋତେ ଫୋନ୍ ଆସିଥିଲା। ମୋ ଭାଇ ଶାନ୍ତଶିଷ୍ଟ ଲୋକ। ସେ କାହାକୁ କିଛି କୁହନ୍ତି ନାହିଁ। ସେ ବିଏମସିରେ କାମ କରନ୍ତି। ପୂର୍ବରୁ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ପୂର୍ବରୁ ଭାଉଜ ଭାଇଙ୍କୁ ମାଡ଼ ମାରିଥିଲେ ଯେ ସେ ଛୋଟେଇ ଛୋଟେଇ ଚାଲୁଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!