Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହଙ୍ଗା ପଡ଼ିଲା ୟୁଟ୍ୟୁବ୍ ଚ୍ୟାନେଲରେ ଅଶ୍ଳୀଳ ପୋଷ୍ଟିଂ କରିବା

by ସଞ୍ଜୟ ସ୍ୱାଇଁ
September 21, 2021
in Crime, State
ମହଙ୍ଗା ପଡ଼ିଲା ୟୁଟ୍ୟୁବ୍ ଚ୍ୟାନେଲରେ ଅଶ୍ଳୀଳ ପୋଷ୍ଟିଂ କରିବା
192
VIEWS
Share on FacebookShare on Twitter

ସମ୍ୱଲପୁର, (ବାଘୁଆବାର୍ତ୍ତା): ୟୁଟ୍ୟୁବ୍ ଚ୍ୟାନେଲରେ ଅଶ୍ଳୀଳ ପୋଷ୍ଟିଂ କରିବା ମହଙ୍ଗା ପଡ଼ିଲା। ଫଳରେ ଏହି ମାମଲାରେ ଜଣେ ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଲେ ବଲାଙ୍ଗିର ଜିଲ୍ଲା ବୁଦ୍ଧବାହାଲର ସମରା ଗାଁର ଲକ୍ଷେଶ୍ୱର ମଲ୍ଲିକ୍। ତାଙ୍କ ବିରୋଧରେ ୟୁଟ୍ୟୁବରେ ଜଣେ ମହିଳାଙ୍କର ଫଟୋ ସହିତ ଅଶ୍ଳୀଳ ଭାଷା ପ୍ରୟୋଗ କରାଯାଇଥିବା ଭିଡିଓ ପୋଷ୍ଟ କରିଥିବା ଅଭିଯୋଗ ହୋଇଥିଲା। ଲକ୍ଷେଶ୍ୱରର ସମ୍ବଲପୁରୀ ଦୁକାନ ନାଁରେ ଏକ ୟୁଟ୍ୟୁବ୍ ଚ୍ୟାନେଲ୍ ରହିଛି। କିଛି ଦିନ ତଳେ ସେ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ ଜଣେ ଅଙ୍ଗନବାଡି ମହିଳା କର୍ମୀଙ୍କର ଫଟୋ ସହିତ ସେ କହୁଥିବା ଅଶ୍ଳୀଳ ଶବ୍ଦ ଏବଂ ତାଙ୍କୁ ଅପମାନିତ କଲା ଭଳି ଭାଷାର ପ୍ରୟୋଗ କରୁଥିବା ଭିଡିଓ ପୋଷ୍ଟ କରିଥିଲେ। ଯାହାକୁ ନେଇ ଲକ୍ଷେଶ୍ୱରଙ୍କ ବିରୋଧରେ ଅଭିଯୋଗ କରାଯାଇଥିଲା। ଏତଲା ପରେ ଅଭିଯୁକ୍ତକୁ ବଲାଙ୍ଗିରରୁ ଗିରଫ କରିଛି ସମ୍ବଲପୁର ସାଇବର ଥାନା ପୁଲିସ୍। ଅଭିଯୁକ୍ତଙ୍କ ନିକଟରୁ ଆପତ୍ତିଜନକ ସାବ୍ୟସ୍ତ ସାମଗ୍ରୀ ଜବତ କରିବା ସହ ତଦନ୍ତକାରୀ ଅଧିକାରୀ ତାଙ୍କ ବିରୋଧରେ ପର୍ୟ୍ୟାପ୍ତ ପ୍ରମାଣ ସଂଗ୍ରହ କରିଛନ୍ତି। ତାଙ୍କୁ ଆଜି କୋର୍ଟରେ ହାଜର କରାଯିବ। ସମ୍ବଲପୁର ସାଇବର୍ କ୍ରାଇମ୍ ପୁଲିସ୍ ଷ୍ଟେସନର ଅନୁରୋଧ ପରେ ୟୁଟ୍ୟୁବ୍ କର୍ତ୍ତୃପକ୍ଷ ଭିଡିଓଟିକୁ ଭାରତର ଡେମୋନରୁ ଡିଲିଟ୍ କରିଦେଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!