Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦେଶୀ ବନ୍ଧୁକ ତିଆରି କରିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
ଦେଶୀ ବନ୍ଧୁକ ତିଆରି କରିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ
102
VIEWS
Share on FacebookShare on Twitter

ରେଢ଼ାଖୋଲ, (ବାଘୁଆବାର୍ତ୍ତା): ଦେଶୀ ବନ୍ଧୁକ ତିଆରି କରିବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ପୁଲିସ। ସେମାନଙ୍କଠାରୁ ୬ଟି ବନ୍ଧୁକ, ବେରେଲ, ବନ୍ଧୁକ ତିଆରି ସାମଗ୍ରୀ ଓ ଅନ୍ୟାନ୍ୟ ଯନ୍ତ୍ରପାତି ଜବତ କରାଯାଇଛି। ଏହି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅନ୍ତର୍ଗତ ବାସୁପାଲି ଗାଁରେ। ଅଭିଯୁକ୍ତଦ୍ୱୟ ହେଲେ କୁମର ଭିତିରିଆ ଓ ଜନନୀ ପ୍ରଧାନ। ଜନନୀଙ୍କ ସ୍ୱାମୀ ତାରିଣୀ ପ୍ରଧାନ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ବହୁ ବର୍ଷ ହେବ ତାରିଣୀ ଓ ଜନନୀ ନିଜ ଘରେ ଲୁହା କାମ କରିବା ନାଁରେ ଦେଶୀ ବନ୍ଧୁକ ତିଆରି କରି ବିକ୍ରି କରି ଆସୁଥିଲେ। କୁମର ତାଙ୍କୁ କାମରେ ସହଯୋଗ କରୁଥିଲେ। ଯୁଯୁମୁରା ପୁଲିସ କୌଣସି ସୂତ୍ରରୁ ଖବର ପାଇ ସେମାନଙ୍କ ଘର ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ମୁଖ୍ୟ ଅଭିଯୁକ୍ତ ତାରିଣୀ ପ୍ରଧାନ ଫେରାର ହୋଇଯାଇଥିବା ବେଳେ ତାଙ୍କ ସ୍ତ୍ରୀ ଜନନୀ ପ୍ରଧାନ ଓ ବନ୍ଧୁକ ତିଆରିରେ ସହଯୋଗ କରୁଥିବା କୁମର ଭିତିରିଆଙ୍କୁ ପୁଲିସ ଗିରଫ କରିଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!