Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୋକାନୀଙ୍କୁ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଟଙ୍କା ଛଡାଇ ନେଲା ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
ଦୋକାନୀଙ୍କୁ ମାରଣାସ୍ତ୍ରରେ ମରଣାନ୍ତକ ଆକ୍ରମଣ କରି ଟଙ୍କା ଛଡାଇ ନେଲା ଦୁର୍ବୃତ୍ତ
35
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ। ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନା ଅଧୀନ ବିକ୍ରମତୀରଣ ପଞ୍ଚାୟତରେ ବିକ୍ରମତିରଣ ଗ୍ରାମର ବଳରାମ ଧଳଙ୍କୁ ଗତକାଲି ରାତିରେ କେହି ଜଣେ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଛନ୍ତି। ବଳରାମଙ୍କ ମୁଣ୍ଡ ଓ ହାତକୁ ମାରଣାସ୍ତ୍ରରେ ହାଣି ତାଙ୍କ ଠାରୁ ଟଙ୍କା ଛଡାଇ ନେଇଛି ଦୁର୍ବୃତ୍ତ। ବଳରାମ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ବାଲିଚନ୍ଦ୍ରପୁର ଥାନା ଅଧୀନ ବିକ୍ରମତୀରଣ ପଞ୍ଚାୟତରେ ବିକ୍ରମତିରଣ ଗ୍ରାମର ବଳରାମ ଧଳ ଗତକାଲି ରାତିରେ ଦୋକାନ ବନ୍ଦ କରି ଘରକୁ ଫେରୁଥିଲେ। ଏହି ସମୟରେ ତାଙ୍କ ଉପରକୁ କେହି ଜଣେ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲା। ବଳରାମଙ୍କ ମୁଣ୍ଡ ଓ ହାତକୁ ହାଣି ତାଙ୍କ ଠାରୁ ଟଙ୍କା ଛଡାଇନେଇଥିଲା ଦୁର୍ବୃତ୍ତ। ଏତିକି ବେଳେ ବଳରାମ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଛନ୍ତି। ଗୁରୁତର ଅବସ୍ଥାରେ ବଳରାମ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଆଜି ଏନେଇ ବଳରାମ ବାଲିଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ବାଲିଚନ୍ଦ୍ରପୁର ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!