Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲା ପୁଲିସ୍ ହାବୁଡରେ ଦୁଇ ଚୋର

by ସଞ୍ଜୟ ସ୍ୱାଇଁ
September 22, 2021
in Breaking, Crime
ଦଶପଲ୍ଲା ପୁଲିସ୍ ହାବୁଡରେ ଦୁଇ ଚୋର
291
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବିଳମ୍ବିତ ରାତିରେ ଘରେ ଚୋର ପସିଥିବା ନେଇ ଦଶପଲ୍ଲା ଥାନାରେ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତିକରି ପୁଲିସ୍ ଏହାର ତଦନ୍ତ କରି ଦୁଇ ଜଣ ଚୋରକୁ କାବୁ କରିଛି ଦଶପଲ୍ଲା ପୁଲିସ୍ । ସୂଚନାନୁସାରେ, ଦଶପଲ୍ଲା ଥାନା ଅନ୍ତର୍ଗତ ରଥ ଗାଁରେ ବସବାସ କରୁଥିବା ପଞ୍ଚାନନ ପ୍ରଧାନଙ୍କ ଘରେ ମଙ୍ଗଳବାର ବିଳମ୍ବିତ ରାତିରେ ଚୋର ପସିଥିଲେ । ଚୋର ଚୋରୀ କରୁଥିବା ବେଳେ ଶବ୍ଧ ହୋଇଥିଲା । ତେବେ ରାତିରେ କଣ ଗୋଟାଏ ଶବ୍ଦ ହେଲା ଜାଣିବା ପାଇଁ ପଞ୍ଚାନନ ଗଲା ବେଳେକୁ ଦୁଇ ଚୋର ଦୌଡି ପଳାଇଥିଲେ । ଏନେଇ ପଞ୍ଚାନନ ଦଶପଲ୍ଲା ଥାନାରେ ଅଭିଯୋଗ କରିଥିଲେ । ଦଶପଲ୍ଲା ପୁଲିସ୍ ଥାନାରେ କେସ୍ ନଂ ୧୫୮/୨୦୨୧ରେ ମାମଲା ରୁଜୁକରି ତଦନ୍ତ କରି ଦୁଇ ଜଣ ଚୋରକୁ ଗିରଫ୍ କରିଛି । ଗିରଫ୍ ହୋଇଥିବା ଦୁଇ ଚୋର ହେଲେ ରଥ ଗାଁର ସାଧୁ ମହାକୁଡ(୩୦) ଓ ଚକାପାଦ ଗାଁର ଜଗଦିଶ୍ ମଲ୍ଲିକ୍(୨୫) । ତଦନ୍ତ କରି ଏହି ଚୋର ଦ୍ୱୟକୁ ପୁଲିସ୍ ଗିରଫ୍ କରିଛି ଆସନ୍ତାକାଲି କୋର୍ଟ ଚାଲାଣ କରାଯିବ ବୋଲି ଦଶପଲ୍ଲା ଥାନା ଅଧିକାରୀ ଜୟପ୍ରକାଶ ପରୀଡା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!