Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦ରୁ ଅଧିକ କୁକୁରଙ୍କୁ ଗୁଲୁଗୁଲାରେ ବିଷଦେଇ ମାରିଥିବା ଜଲଖିଆ ଦୋକାନୀକୁ ପୁଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି

by ସଞ୍ଜୟ ସ୍ୱାଇଁ
September 23, 2021
in Crime, State
୨୦ରୁ ଅଧିକ କୁକୁରଙ୍କୁ ଗୁଲୁଗୁଲାରେ ବିଷଦେଇ ମାରିଥିବା ଜଲଖିଆ ଦୋକାନୀକୁ ପୁଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି
293
VIEWS
Share on FacebookShare on Twitter

ଚୌଦ୍ଵାର, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ଚୌଦ୍ଵାର ଥାନା ଅନ୍ତର୍ଗତ ଶଙ୍କରପୁର ଗାଁରେ ୨୦ରୁ ଅଧିକ କୁକୁରଙ୍କୁ ଗୁଲୁଗୁଲାରେ ବିଷଦେଇ ମାରିଥିବା ଜଲଖିଆ ଦୋକାନୀ ଅଜୟ କୁମାର ସାହୁଙ୍କୁ ପୁଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି। ଶଙ୍କରପୁର ଗାଁରେ ୩ ଦିନ ଭିତରେ ୨୦ରୁ ଅଧିକ କୁକୁର ମରିବା ଘଟଣାକୁ ନେଇ ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇଥିଲେ । ଦୁଇ ତିନି ଧରି ଏହି ଅଞ୍ଚଳରେ ୩ରୁ ୪ କୁକୁର ମରୁଥିବା ବେଳେ କେବଳ ଗତକାଲି ୧୦ଟି କୁକୁର ମରି ପଡ଼ିଥିଲେ। ଏହା ଦେଖିବା ପରେ ଗ୍ରାମବାସୀ ଏହାର କାରଣ ଖୋଜିବା ପାଇଁ ଖୋଳତାଡ଼ କରିଥିଲେ। ଜଳିଖିଆ ଦୋକାନ ସାମ୍ନାରେ କୁକୁର ମାନେ ଏକତ୍ରିତ ହେଉଥିବା ଓ ମଳତ୍ୟାଗ କରୁଥିବା ଯୋଗୁ ଅଜୟ କୁମାର ସାହୁ ସେମାନଙ୍କୁ ବିଷ ଦେଇ ମାରୁଥିବା ଜଣାପଡ଼ିଥିଲା। ଏହା ପରେ ଗ୍ରାମବାସୀ ଚୌଦ୍ଵାର ଥାନାକୁ ଯାଇ ତାଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଆଜି ଚୌଦ୍ଵାର ପୁଲିସ ଅଭିଯୁକ୍ତଙ୍କ ବିରୋଧରେ ଆଇପିସି ଦଫା ୨୯୪/୩୫୩/୪୨୯/୩୩୨ ଋ ୫୦୬ ରୁଜୁ କରି ଗିରଫ କରିବା ସହିତ କୋର୍ଟ ଚାଲାଣ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!